-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଟାଙ୍ଗୀ ମହାବିଦ୍ୟାଳୟରେ ସ୍ବାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ

08-Feb-2025



କଟକ (ପ୍ରେରଣା ଖବର): ଉତ୍କଳ ଗ୍ରାମ ସ୍ବରାଜ ଆନୁକୂଲ୍ୟରେ ଟାଙ୍ଗୀ ମହାବିଦ୍ୟାଳୟ ପରିସରରେ ବିଶ୍ୱବିଜୟୀ ସ୍ୱାମୀ ବିବକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇଛି। ଏହି ଆୟୋଜିତ ଉତ୍ସବ ପାଳନ ଉପଲକ୍ଷେ ସଂଗଠନର ପ୍ରତିଷ୍ଠାତା ସଭାପତି କଳିଙ୍ଗରତ୍ନ ବ୍ରହ୍ମାନନ୍ଦ ମହାନ୍ତି ପ୍ରତିମୂର୍ତ୍ତୀକୁ ଅନାବରଣ କରିଥିଲେ। ବହୁ ବିଶିଷ୍ଟ ବ୍ୟକ୍ତି, ବିଧ୍ୟାଳୟ ର ଛାତ୍ର ଛାତ୍ରୀ ଅଧ୍ୟାପକ ଅଧ୍ୟାପିକା ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀରେ

ମାଲ୍ୟାର୍ପଣ କରିଥିଲେ।ମହାବିଦ୍ୟାଳୟର ପ୍ର ଫେଶର   ଇକବଲ୍ ହୁସେନ୍ ଙ୍କ ସଭାପତିତ୍ୟ ରେ ଶ୍ରଦ୍ଧାଂଜଳି କାର୍ଯକ୍ରମ ଅନୁଷ୍ଟିତ ହୋଇଥିଲା। ଏଥିରେ ବିଶିଷ୍ଟ ଶିଳ୍ପଦ୍ୟୋଗୀ  ଭାଲ୍ ଚନ୍ଦ୍ର ମହାନ୍ତି ଓ ପ୍ରଫେସର୍ ରଞ୍ଜିତା ନାୟକ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ପୂର୍ବତନ ଅଧ୍ୟକ୍ଷା ଡ଼. ପ୍ରତିଭା ମହାରଥୀ, ସ୍ଥମ୍ଭକlର, ସାହିତ୍ୟିକl ମୀରା ବେଉରା ଯୋଗ ଦେଇ ଧର୍ମ କିଭଳି ଭାରତ ବର୍ଷର  ଆତ୍ମା ଓ ମାନବିକତା କିଭଳି ଶ୍ରେଷ୍ଠ ଧର୍ମ ଯାହକୁ ଭିତ୍ତି କରି ଯୁବପୀଢ଼ି କିପରୀ ସମୃଦ୍ଧ ରାଷ୍ଟ୍ର ଗଠନରେ ବ୍ରତୀ ହେବେ ତାହା ତାଙ୍କ ବକ୍ତବ୍ୟ ରେ କହିଥିଲେ। ଶିକ୍ଷାବିତ୍ ଅଭିରାମ ନାୟକ, ଶିକ୍ଷାବିତ୍ ନିରlକର ସାହୁ, ଅଧ୍ୟାପିକା ଡ. ସସ୍ମିତl ପଟ୍ଟନାୟକ

ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ, ଅଧ୍ୟାପିକା ଜ୍ୟୋତିର୍ମୟୀ ମହାନ୍ତି, ଭଗବତୀ ଖଟୁଆ , କୃଷ୍ଣ ଚନ୍ଦ୍ର ସାହୁ, ଧିରେନ୍ ନାୟକ, ସୁକୁମାର  ବିଶ୍ଵାଳ, ରବୀନ୍ଦ୍ର ମହାପାତ୍ର, କବି ବଂଶୀଧର ଶତପଥୀ, ନାରାୟଣ ବେଉରା, ଶରତ କୁମାର ନାୟକ, ଅନନ୍ତ ଜେନା ତେଯୋଦିପ୍ତ ବିବେକାନନ୍ଦ ଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ପାଦକ  ଅନନ୍ତ ଜେନା ବାର୍ଷିକ ବିବରଣୀ ପାଠ କରିଥିଲେ। କବି ବିଶ୍ଵାମିତ୍ରl ମିଶ୍ର କାର୍ଯକ୍ରମ ସଂଯୋଜନl  କରିଥିଲେ। ଛାତ୍ରୀ ରଚନା ରାଉତ ନୃତ୍ୟ ପରିବେଷଣ କରିଥିଲେ। ପ୍ରଧ୍ୟାପିକl ଡ଼. ବିଲକେଶ  ପରବିନ୍ ଓ ସମସ୍ତ ଅଧ୍ୟା ପକ ଓ ଅଧ୍ୟାପିକା କାର୍ଯକ୍ରମ ପରିଚାଳନା କରିଥିଲେ। ଅଧ୍ୟାପିକା ଜୟଶ୍ରୀ ମିଶ୍ର ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like