-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ଅନୁଷ୍ଠିତ

08-Feb-2025



ଆଗଲପୁର, (ପ୍ରେରଣା ଖବର) (ଶୁକ୍ରବାର ) ଶୁକ୍ଲପକ୍ଷ ନବମୀ ତିଥି ରେ ମାନସ ବିହାର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ମହୋତ୍ସବ କୁ ମୁଖ୍ୟ ଅତିଥି ଭାବେ ଓଡିଶା ରାଜ୍ୟ କ୍ୟାବିନେଟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ, ସମ୍ମାନିତ ଅତିଥି ଶ୍ରୀ ଯୁଧିଷ୍ଠିର ପାଣିଗ୍ରାହୀ, ବୁଢୀପଦର ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀ ମତୀ ଲଷ୍ମୀ ପଧାନ, ନଅଗାଁ (ଖ ) ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀ ବୃନ୍ଦାବନ ସେଠ, ବେନ୍ଦ୍ରା ଗ୍ରାମ ପଂଚାୟତ ସମିତି ସଭ୍ୟା ସତ୍ୟବତୀ କୁଅଁର, ଜ଼ିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ବୀଣାପାଣି ଦାସ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସଭାପତି ଶ୍ରୀ ମୁରଲୀ ପଧାନ, ସମ୍ପାଦକ ଶ୍ରୀ ଭବାନୀ ଶଙ୍କର ପଟ୍ଟନାୟକ,ସମେତ ପୂର୍ବତନ କମିଟି ର ଶ୍ରୀ ଗଜେନ୍ଦ୍ର ଦଣ୍ଡସେନା, ରତ୍ନାକର ମିଶ୍ର, ସଦାନନ୍ଦ ପସାୟତ ଏବଂ ପ୍ରଧାନ ଆଚାର୍ଯ୍ୟ ଦେବଯାନୀ ସାହୁ ଏବଂ ସୁବର୍ଣ୍ଣ ପୁର ସଂକୁଳ ପ୍ରମୁଖ ଶ୍ରୀ ରଘୁନାଥ ବେହେରା ମୁଖ୍ୟ ବକ୍ତା ଭାବେ ମଂଚାସୀନ ଥିଲେ l ପ୍ରାରମ୍ଭରୁ ସାମୁହିକ ଭାବେ ଅତିଥି ମାନେ ଭକ୍ତି ବନ୍ଦନା ସହ ମା ସରସ୍ବତୀ ଦେବୀ ଙ୍କ  ପୂଜାର୍ଚନା କରିଥିଲେ ପରେ ଛାତ୍ରୀ ମାନଙ୍କ କଣ୍ଠ ରୁ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ l କାର୍ଯ୍ୟକ୍ରମ କୁ ପ୍ରଧାନଆଚାର୍ଯ୍ୟ ପରିଚାଳନା କ୍ରମେ ଶିଶୁ ମନ୍ଦିର ର ବିଶେଷ ବିବରଣୀ ପଠନ କରିଥିଲେ  ! ଆଗାମୀ ସମୟ ରେ ଶିଶୁ ମନ୍ଦିର ର ସର୍ବାଙ୍ଗୀନ ଉର୍ନ୍ନତି ଦିଗ ରେ କାର୍ଯ୍ୟକ୍ରମ କରିବା ଉପରେ ମୁଖ୍ୟ ଅତିଥି ମତାମତ ଦେଇଥିଲେ, ତାପରେ ଆଗରୁ ଶିଶୁ ମନ୍ଦିର ତରଫରୁ ଅଯୋଜିତ ପ୍ରତିଯୋଗିତା ଯଥା. ବକୃତା, ସଂଗୀତ, ଝୋଟି, ଚିତ୍ରାଙ୍କନ ରେ ମନୋନୀତ 50 ଜଣ ଛାତ୍ର /ଛାତ୍ରୀ ମାନଂକୁ ଅତିଥି ଦ୍ୱାରା ପୁରସ୍କୃତ କରାଯାଇଥିଲା.ଓ ପ୍ରାରମ୍ଭ ରୁ 7 ତମ ଛାତ୍ର / ଛାତ୍ରୀ ମାନେ ନାଚ, ସଂଗୀତ ପରିବେଷଣ କରି ଉତ୍ସବ ଆହୁରି ଉତ୍ସାହିତ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ଶିଶୁମନ୍ଦିର    ଗୁରୁ ଜି ଶ୍ରୀବଛ ପଧାନ,ରମେଶ ଚନ୍ଦ୍ର ଦ୍ୱାରି ଆମ୍ବରୀଶ ବିଶ୍ୱାଳ ଓ ଗୁରୁ ମା ରେଣୁକା ପୁଟେଲ ସଂଘମିତ୍ରା ମଲ୍ଲିକ,ସୁଜାତା ପୁଟେଲ, ମାନସୀ ଦିଶେରୀ, ୟୋତିର୍ମୟୀ ମହାଳିଙ୍ଗ,ସୁଚିତ୍ରା ପଧାନ, ମାୟାବତୀ ମଲ୍ଲିକ, କିରଟି ମହାକୁର ସମେତ କମିଟି ସଭ୍ୟ ଶ୍ରୀ ଗଣେଶ ପଧାନ, ପ୍ରହଲ୍ଲାଦ ପଧାନ, ରଶ୍ମିତା ମହାକୁର, ରଞ୍ଜନ ମହାଳିଙ୍ଗ, ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like