-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଖଣ୍ଡୋକଟା ୩୨ ତମ ବିରାଟ ଧନୁଯାତ୍ରା ଅନୁଷ୍ଠିତ

09-Feb-2025



କୁଚିଣ୍ଡା; (ସିଲୁ ସୁନାନୀ):ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକର ଖଣ୍ଡୋକଟାଠାରେ ୩୨ ତମ ବିରାଟ ଧନଯାତ୍ରା ମହୋତ୍ସବ ଶନିବାର  ରାତି ୯.୦୦ ଟା ରେ ଉଦ୍ଘାଟିତ ହୋଇଯାଇଛି । ଧନଯାତ୍ରା କମିଟି ଉପଦେଷ୍ଟା ତଥା ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିବ ପୂଜା ପରେ କଂସ ଦରବାରର ଶୁଭ ଉଦ୍ଘାଟନ କରିଥିଲେ । ଅପରାହ୍ନ ୧ ଟା ରେ କଳସ ଶୋଭାଯାତ୍ରା ଜଗନ୍ନାଥ ମଣ୍ଡପସ୍ଥିତ ଗୋପପୁରରେ କୃଷ୍ଣ ବଳରାମ ପ୍ରତିଷ୍ଠା ସହ ହୋମଯଜ୍ଞ ଆଦି ହୋଇଥିଲା । ଉଦ୍ଘାଟନୀ କାର୍ଯକ୍ରମରେ ମନ୍ତ୍ରୀ ନାଏକଙ୍କ ସହ କୁଚିଣ୍ଡା ଉପଜିଲ୍ଲାପାଳ ଗୌରବମୟ ପ୍ରଧାନ, ଏସ୍ ଡି ଏମ ଓ ଡା. ସୁବୋଧ କୁମାର ନାୟକ, କୁଚିଣ୍ଡା ବିଡିଓ ଜୟନ୍ତ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଲୋଚନ ଶବର ଓ ରମେଶ ସାହୁ, କୁଚିଣ୍ଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷ| ରଶ୍ମିତା ନାଏକ, ସରପଞ୍ଚ କୁନି ସେଉଳ, କୁଚିଣ୍ଡା ଅବସରପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ପଟେଲ ରଜ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଓରମାସ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାକୁ ମନ୍ତ୍ରୀ ନଏକ ଉଦ୍ ଘାଟନ କରିଥଲେ l ଓରମାସ ଡେପୁଟି ସିଇଓ ଶ୍ରୀମନ୍ତ ହୋତାଙ୍କ ଦ୍ବାରା ପରିଚାଳିତ ୯୨ଗୋଟି ଷ୍ଟଲ କୁ ସେ ବୁଲି ଦେଖିଥିଲେ l ପରେ ଖଣ୍ଡୋକଟା,ହାଡ଼ିପାଲି,କୁଡ଼ାପଡା, ବାଉରୀଗୋଡା ,ଅର୍ଡାବlହାଲ, ପାରୁଅଆଭାଡ଼ି ଆଦି ପଞ୍ଚlୟତର ପ୍ରତିଭା ସମ୍ପନ୍ନ

ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା l ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଲୀଳା ନାଟରେ କଂସମଣ୍ଡପ ରେ ଉଗ୍ରସେନଙ୍କ ରାଜ ଦରବାର, ବାସୁଦେଵ ଦେବକୀ ବିବାହ, ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି କଂସଙ୍କ ସିଂହାସନ ଆରୋହଣ ସହ ରାଜ ଅଭିଷେକ, ଦୈବବାଣୀ, ଦେବକୀ ବସୁଦେବ ବନ୍ଦି ଆଦି ନାଟ୍ୟ ଅଭିନୟ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଧନୁଯାତ୍ରା କମିିଟି ସଭାପତି ପୂର୍ଣ୍ଣଚନ୍ଦ୍ର ପଟେଲ, ଉପସଭାପତି ସନ୍ତୋଷ ପୃଷେଠ, ସମ୍ପାଦକ ଧନିିରାମ ନାୟକ, ସହସଂପlଦକ ବିକାଶ ଚନ୍ଦ୍ର ପୃଷେଠ୍, କୋଷାଧ୍ୟକ୍ଷ ଚନ୍ଦ୍ରମଣି ନାଏକଙ୍କ ସମେତ କମିଟିର ସମସ୍ତ ସଦସ୍ୟ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like