-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ

09-Feb-2025



ଆଗଲପୁର, (ବିନୋଦ ଦୀପ) ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଝରଣିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି l ଝରଣିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ଏହି କ୍ଲଷ୍ଟର ସ୍ତରୀୟ ମେଳାରେ ଝାରଣିପାଲି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟ ରୁ 10 ଜଣ ଲେଖାଏଁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ 10 ଜଣ ଲେଖାଏଁ ଅଭିଭାବକ, ଅଭିଭାବିକା ଜଣେ ଲେଖାଏଁ ଏଫଏଲଏନ ଶିକ୍ଷକ, ଶିକ୍ଷୟିତ୍ରୀ, ପଂଚାୟତ ପ୍ରତିନିଧି ଓ ବରିଷ୍ଠ ଶିକ୍ଷକଗଣ ଯୋଗ ଦେଇଥିଲେ l ଏହି ନିପୁଣ ଓଡିଶା ମେଳରେ ମୁଖ୍ୟଅତିଥି ଭାବେ ଝରଣିପାଲି ସରପଞ୍ଚ ଶ୍ରୀମତୀ ସୁନିତା ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମିତିସଭ୍ୟ ଶ୍ରୀ ନରେଶ ସାହୁ ଯୋଗ ଦେଇଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ବିକ୍ରମ ପୁଟା ପ୍ରାରମ୍ଭିକ ସଭାରେ ସଭାପତିତ୍ୱ କରିଥିବା ବେଳେ ସ୍ଥାନୀୟ ସିଆରସିସି ଶ୍ରୀ ଅନିରୁଦ୍ଧ ଭୋଇ ଆୟୋଜନ କରିଥିଲେ ଏବଂ ସମଗ୍ର କାର୍ଯ୍ୟକ୍ରମ ର ପରିଚାଳନା, ନିପୁଣ ଭାରତ, ନିପୁଣ ଓଡିଶା ମିଶନ ର ଲକ୍ଷ୍ୟ ଜ୍ଞାପନ ଉଦ୍ଦେଶ୍ୟ କରି ଉପସ୍ଥିତ ଗୋଷ୍ଠୀ ଙ୍କୁ ସଚେତନ ବାର୍ତା ଜଣାଇଥିଲେ l ଏହି ଅବସରରେ ପ୍ରଥମେ ନିପୁଣ ଓଡିଶା ଥିବା ଗୀତ ଓ ନିପୁଣ ଭାରତ ମିଶନ ଶପଥ ପାଠ, ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ମାନେ କରିଥିଲେ l ଗୋଷ୍ଠୀ ର ପ୍ରତିନିଧି ମାନେ ନିପୁଣ ଓଡିଶା କାର୍ଯ୍ୟକ୍ରମ ର ଗୁରୁତ୍ୱ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ସମସ୍ତ ବିଦ୍ୟାଳୟ ଦ୍ୱାରା କରାଯାଇଥିବା ବେଷ୍ଟ ପ୍ରାକ୍ଟିସ ସାକ୍ଷରତା ଷ୍ଟଲ, ସଂଖ୍ୟା ଜ୍ଞାନ ଷ୍ଟଲ, ସୃଜନାତ୍ମକ କାର୍ଯ୍ୟକଳାପ ଷ୍ଟଲ ମତାମତ ଷ୍ଟଲ କୁ ପରିଦର୍ଶନ କରାଯାଇଥିଲା l ପଂଚାୟତ ପ୍ରତିନିଧି ଓ ଅଭିଭାବକ ଗୋଷ୍ଠୀ ନିଜ ନିଜର ମତାମତ ମଧ୍ୟ ଦେଇଥିଲେ l ଏହି ସମଗ୍ର କାର୍ଯ୍ୟକ୍ରମ ର ସଫଳ ଆୟୋଜନ ପାଇଁ କ୍ଲଷ୍ଟର ର ସମସ୍ତ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ସାହୁ, ଶ୍ରୀ ଦୟାନନ୍ଦ ସାହୁ, ଶ୍ରୀ ପ୍ରଶାନ୍ତ କୁମାର ପଧାନ, ଶ୍ରୀ ରାଘବ ଚନ୍ଦ୍ର ସାହୁ, ଶ୍ରୀମତୀ ଭାଗ୍ୟବତୀ ସାହୁ, ସୁଶ୍ରୀ ସୁଷମା ସାହୁ, ଶ୍ରୀମତୀ ରାଜକୁମାର ବରିହା, ଶ୍ରୀମତୀ ତନୁଜା କୁମୁରା ପ୍ରମୁଖ ସକ୍ରିୟ ସହଯୋଗ ଓ ଷ୍ଟଲ ପରିଚାଳନା କରିଥିଲେ l ଶ୍ରୀକୋଦଣ୍ଡ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶେଷରେ ଅଂଶଗ୍ରହଣକାରି ସମସ୍ତ ଛାତ୍ରଛାତ୍ରୀ ଙ୍କୁ ଶିକ୍ଷଣ ସହାୟକ ସାମଗ୍ରୀ, ବର୍ଣ୍ଣବୋଧ ଓ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like