-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

09-Feb-2025



ବଲାଙ୍ଗିର(ପ୍ରେରଣା ଖବର): ଜନଗଣନା ନିର୍ଦ୍ଦେଶାଳୟ , ଓଡ଼ିଶା ପକ୍ଷରୁ ଭାରତ ସରକାରଙ୍କ ନମୁନା ପଞ୍ଜିକରଣ ପଦ୍ଧତି କାର୍ଯ୍ୟକ୍ରମର ବଲାଙ୍ଗିର ଓ ସୋନପୁର ଜିଲ୍ଲାର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯୋଗ ଦେଇ ଥିଲେ। ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଜନ୍ମ ମୃତ୍ୟୁ ତଥ୍ୟର ସଂଗ୍ରହ ସକାଶେ ଆଶା, ଅଙ୍ଗନୱାଡ଼ି ଓ ଶିକ୍ଷକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଏବଂ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ସାମୟିକ ଗଣନାକାରୀମାନେ ସ୍ୱେଚ୍ଛାକୃତ ଭାବରେ ଅଂଶଗ୍ରହଣ କରି ଥିବାରୁ ସେମାନଙ୍କୁ ଅଭିନନ୍ଦନ ଜ୍ଞାପନ କରିଥିଲେ। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତାଙ୍କ ବକ୍ତବ୍ୟରେ ମୋବାଇଲ ଆପ୍ ଦ୍ଵାରା ତଥ୍ଯ ସଂଗ୍ରହ କରାଯାଉଥିବା ସ୍ଥଳେ ସାମୟିକ ଗଣନାକାରୀମାନେ ଲିଖିତ ଭାବରେ ଏହାର ରେକର୍ଡ଼  ସଂରକ୍ଷିତ କରି  ରଖିବାକୁ ଉପଦେଶ ପ୍ରଦାନ କରିଥଲେ। ବଲାଙ୍ଗିର ଓ ସୋନପୁର ଜିଲ୍ଲାର ୨୮ ଜଣ ସାମୟିକ ଗଣନାକାରୀ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ଆଲୋଚନାରେ ସକ୍ରିୟ ଭାଗ ନେଇଥିଲେ। ଏହି ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜନଗଣନା ନିର୍ଦ୍ଦେଶାଳୟ, ଓଡିଶା ପକ୍ଷରୁ ଉପନିର୍ଦେଶକ ଡ. ଅଭୟ ନାରାୟଣ ନାୟକ ଓ ପବିତ୍ର କୁମାର ମହଲା ପ୍ରଶିକ୍ଷଣ ପ୍ରଦାନ କରିଥଲେ। ଏହି କାର୍ଯ୍ୟକ୍ରମକୁ ଜନଗଣନା ନିର୍ଦ୍ଦେଶାଳୟର ଡାଟା ପ୍ରୋସେସିଙ୍ଗ ଆସିଷ୍ଟାଣ୍ଟ  ମଦନ ମୋହନ ବେହେରା ପରିଚାଳନା କରିଥିବା ବେଳେ  ପରିସଂଖ୍ୟାନ ଅନ୍ଵେଷକ ଗ୍ରେଡ-୧ ସୁଶ୍ରୀ ଅନୂସୟା ପ୍ରଧାନ ଓ ଜିଲ୍ଲା ପ୍ରଶାସନର କର୍ମଚାରୀମାନେ ସହାୟତା ପ୍ରଦାନ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like