-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ନିଲିଯିବାହାଲ ଡ୍ୟାମ ନିର୍ମାଣ ପାଇଁ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ

14-Jan-2021



 ପାଟଣାଗଡ଼, (ଗୋରେଖନାଥ ବରିହା)- ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ସାଲେପାଲି ଗ୍ରା:ପ: ଅନ୍ତର୍ଗତ ନିଲିଯିବାହାଲ ଗ୍ରାମରେ ଏକ ଡ୍ୟାମ(MIP) ନିର୍ମାଣ କାର୍ଯ୍ୟ ପାଇଁ ଦୀର୍ଘ ୪୦ବର୍ଷ ପୂର୍ବରୁ ଜାଗା ଚିହ୍ନଟ କରି ଜଳସମ୍ପଦ ବିଭାଗରୁ ଅନେକ ଥର ଅଧିକାରୀ ମାନେ ଆସି ଅନୁଧ୍ୟାନ ସହ ଟିକିନିକି ନିରୀକ୍ଷଣ କରିସାରିଛନ୍ତି । କିନ୍ତୁ ରାଜନୈତିକ ଇଛାଶକ୍ତି ଅଭାବ ଓ ସରକାରଙ୍କ ଚାଷୀପ୍ରତି,ଅଞ୍ଚଳ ପ୍ରତି ବୈମାତୃକ ମନୋଭାବ ଯୋଗୁଁ ଦେଶ ସ୍ଵାଧୀନ ହେବାର ଦୀର୍ଘ ତିନି ଦଶନ୍ଧି ହୋଇଯାଇଥିଲେ ସୁଦ୍ଧା ଆଜିଯାଏଁ ଏହି ଛୋଟ ଡ୍ୟାମ ନିର୍ମାଣ ହୋଇପାରିନାହିଁ । ଏହି ଡ୍ୟାମ ନିର୍ମାଣ ହେଲେ ଆଖପାଖ ଅଞ୍ଚଳର ପ୍ରାୟ୧୦ଗୋଟି ଗାଁ ର ଚାଷୀ ତଥା ଜନସାଧାରଣ ଚାଷ କାର୍ଯ୍ୟ କରିବା ପାଇଁ ଉପକୃତ ହୋଇପାରିବେ ଓ ସ୍ଥାନୀୟ ଜଳସ୍ଥର ମଧ୍ୟ ଅନେକ ମାତ୍ରାରେ ବଢ଼ିପାରିବ । ସରକାର ବାହାଦୂର ପ୍ରତିଶ୍ରୁତି ଦେଇଥିଲେ ୩୩%ଜଳସେଚନ କରିବାକୁ କିନ୍ତୁ ଦୁଃଖର ବିଷୟ ଦେଶ ସ୍ବାଧୀନତାର ଦୀର୍ଘ ୭ଦଶନ୍ଧି ପୁରିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ୦% ଜଳସେଚିତ ସହ ଏହି ଛୋଟ ଡ୍ୟାମ ନିର୍ମାଣ ହୋଇପାରିନାହିଁ ।ଡ୍ୟାମ ନିର୍ମାଣ ଦାବିନେଇ ଆଜି ପାଟଣାଗଡ଼ ବ୍ରମହପୁରା ରଥଭଟା ଠାରୁ ଶତାଧିକ ଚାଷୀ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଉପଜିଲ୍ଲାପାଳ ପାଟଣାଗଡ଼ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଉପଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଏହି  ଆନ୍ଦୋଳନ ଜିଲ୍ଲା କୃଷକ ସଙ୍ଗଠନର ସମ୍ପାଦକ  ଜତି ପଧାନ ଙ୍କ ନେତୃତ୍ବରେ ହୋଇଥିଲା ଏଥିରେ ଯୁବ ଆଦିବାସୀ ନେତା ଶ୍ରୀ ଗିରିଧାରୀ ଭୋଇ ,ସାଲେପାଲି ସରପଞ୍ଚ ଶ୍ରୀ ସରୋଜ କୁମାର ଭୋଇ, କପୁରଚନ ଧରୁଆ, ମନୋଜ କୁମାର ଲୁହା  ପ୍ରତିବାଦ ସଭାରେ ସରକାରଙ୍କ ଚାଷୀ ମାରଣ ନୀତି ପ୍ରତିବାଦ ରେ ଜୋର ବର୍ଷିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ହେମସଗାର ଭୋଇ, ଲିଙ୍ଗରାଜ ଭୋଇ, ମଦନ ଥପା, ବସନ୍ତ ଗରୁଡ଼, ବିବେକ ନାଗ, ଦଶରଥ ଦୀପ, ସୁକାନ୍ତି ଭୋଇ, କେଶବ ଭୋଇ ସମେତ ଶତାଧିକ ଚାଷୀ ଯୋଗଦେଇ ଆନ୍ଦୋଳନ କୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like