-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍

09-Feb-2025



ବଲାଙ୍ଗୀର(ଦେବାଶିଷବହିଦାର): ଆଜି ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ଓକିଲ ମାନଙ୍କ ମଧ୍ୟରେ ଏକ ବନ୍ଧୁତ୍ଵ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଛି l ଓକିଲ ମାନଙ୍କ ମଧ୍ୟରେ ତିନୋଟି ଟିମ  ଯଥା ଟିମ୍ 'ଏ', ଟିମ୍ 'ବି'  ଓ ଟିମ୍  'ସି' ଗଠନ କରାଯାଇ ଖେଳ ଆରମ୍ଭ ହୋଇଥିଲା l ପ୍ରଥମେ ଟିମ୍ 'ଏ'  ଓ ଟିମ୍ 'ବି' ମଧ୍ୟରେ ଖେଳ ଆରମ୍ଭ ହୋଇଥିଲା l ଏଥିରେ ଟିମ୍ 'ବି' ପରାସ୍ତ ହୋଇଥିଲା l ପରେ ଆଉ ଗୋଟିଏ ମ୍ୟାଚ  ଟିମ୍ 'ବି' ଓ ଟିମ୍ 'ସି' ମଧ୍ୟରେ ଅନୁଷ୍ଠିତ ହୋଇ ଟିମ୍ 'ବି'  ବିଜୟ ଲାଭ କରିଥିଲା  l ଫାଇନାଲ ମ୍ଯାଚ ଟିମ୍ ଏ  ଓ ଟିମ୍ ବି  ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ନିର୍ଦ୍ଧାରିତ ୦୬ ଓଭରରେ ଟିମ୍ 'ଏ', ର ଖେଳାଳୀ ୫୨ରନ୍ କରିବାରେ ସଫଳ ହୋଇଥିଲେ l ଏହାର ଜବାବରେ ଗ୍ରୁପ୍ 'ବି' ଦଳ ୫୩ ରନ୍ କରି ଗୋଟିଏ ରନ୍ ରେ  ଟିମ୍ ଏ ଦଳକୁ ପରାସ୍ତ କରିଥିଲେ l ଟିମ୍ 'ଏ' ଦଳର କ୍ୟାପ୍ଟେନ ଦାୟିତ୍ଵ ସୁବାଷ ବେହେରା ତୁଲାଇ ଥିବା ବେଳେ ଟିମ୍ 'ବି'  ଦଳ ରେ ବିଜୟ ରଥ ଓ ଟିମ୍ 'ସି' ଦଳ ପାଇଁ ନିଳାଦ୍ରୀ ସିଂହ କ୍ୟାପ୍ଟେନ ଦାୟିତ୍ଵ ତୁଲାଇଥିଲେ l  ଟିମ୍ ଏ  ର ନାନୁ ୧୭ ରନ୍ କରି ସର୍ବୋଚ୍ଚ ସ୍କୋରର ଘୋଷିତ ହୋଇଥିବା ବେଳେ ଟିମ୍ 'ବି' ର ସମୀର ଦାସ ୩୦ ରନ୍ କରି  ସର୍ବୋଚ୍ଚ ସ୍କୋରର ଆଖ୍ୟା ପାଇଥିଲେ l ଆଜିର ଏହି କ୍ରିକେଟ୍ ମ୍ୟାଚ ରେ ଜିଲ୍ଲା ର ବହୁ ଓକିଲ ଓ କ୍ରିକେଟ୍ ପ୍ରେମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like