-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ

09-Feb-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମ ଠାରେ ଫୁଟବଲ ସଂଘ ତରଫରୁ ଷଷ୍ଠ ତମ ହନୁମାନ ମେମୋରିଏଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l  ତିନି ଦିନ ଚାଲିଥିବା ଟୁର୍ନାମେଣ୍ଟ ରେ ୮ ଟି ଦଳ ଭାଗ ନେଇଥିବା ବେଲେ ଫାଇନାଲ ମ୍ୟାଚ ଟି ବିଲେଇସର୍ଡl ଓ ଘସିଏନ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଘସିଏନ ଦଳ ଟ୍ରାଏବେକାର ମାଧ୍ୟମରେ 3-2 ରେ ବିଜୟୀ ହୋଇଥିଲା l ବିଜେତା ଦଳ କୁ 10 ହଜାର ଟଙ୍କା ସହ ଟ୍ରଫି ଏବଂ ରଂନର୍ସ ଦଳ କୁ 7 ହଜାର ସହ ଟ୍ରଫି ପ୍ରଦାନ କରାଯାଇଥିଲା l ଆଜିର ଫାଇନାଲ ମ୍ୟାଚ ରେ ମୁଖ୍ୟଅତିଥି ଭାବେ ଯୁବନେତା ତଥା ସମାଜସେବୀ ମହମ୍ମଦ ଆକବର ଖାଁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିବ କୁମାର ଅଗ୍ରୱାଲ ସମ୍ପାଦକ ଏଥଲେଟିକ ଏସୋସିଏସନ ଲୋଇସିଂହା ଷ୍ଟାଡିୟମ, ବିଭୁତିଭୂଷଣ ସାହାଣୀ ଟ୍ରଷ୍ଟବୋର୍ଡ ମେମ୍ବର ଲୋଇସିଂହା ଷ୍ଟାଡିୟମ ଯୋଗ ଦେଇଥିଲେ l ରେଫରୀ ଭାବେ ସଂଜୀବ ମହାରଣା, ଅଞ୍ଜନ ବେସ୍ରl, ସନ୍ଦୀପ ତରିଆ, ସନ୍ତୋଷ ଧରୁଆ, ବିଜୟ ରଣା, ମ୍ୟାଚ କମିଶନର ଭାବେ ସୁଦୟ କୁମାର ବାରିକ ହୋଇଥିଲେ l ଉକ୍ତ ମ୍ୟାଚ ଗୁଡିକ ଲୋଇସିଂହା ଷ୍ଟାଡିୟମ ଫୂଟବଲ ସଂଘ ଅର୍ଗାନାଇଜ କରିଥିବା ବେଳେ ସୁମିତ, ରମେଶ, ଉମେଶ, ଦେବା, ରିଙ୍କୁ, ପିଣ୍ଟୁ ସୁମନ୍ତ, ବିଷ୍ଣୁ ପ୍ରମୁଖ ମ୍ୟାଚ ଗୁଡିକ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like