-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||     

HOME   ଜିଲ୍ଲା

ନେହେରୁ ଯୁବକେନ୍ଦ୍ର ଓ ମେରା ୟୁବାଭାରତ ବରଗଡ଼ ତରଫରୁ ଦୁଇ ଦୁନିଆ ଜିଲ୍ଲା ସ୍ତରୀୟ କ୍ରୀଡା

10-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନେହେରୁ ଯୁବ କେନ୍ଦ୍ର  ଓ ମେରା ୟୁବା ଭାରତ ବରଗଡ଼ ( ଯୁବ ବ୍ୟାପର ଏବଂ ଖେଳ ମନ୍ତ୍ରଣାଳୟ ଭାରତ ସରକାର)ଙ୍କ ଅନୁକୁଲ୍ୟରେ ବରଗଡ଼ ଠାରେ ଜିଲ୍ଲା ସ୍ତରୀୟ ଖେଳ ଆରମ୍ଭ ହଇଛି ଏଥିରେ  ମହିଳା କବାଡି, ସାଇକେଲ ସ୍ଲୋ , ବେଟମିଣ୍ଟନ୍, ବାଳକ  ବାଳିକା ୧୦୦ ମିଟର ଦୌଡ଼, କେରାଟି ଓ ବାଳକ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି। ଯେଉଁଥିରେ ତିନିଶହ ରୁ ଉର୍ଦ୍ଧଖେଳାଳି ଯୋଗଦାନ କରିଥିଲେ।

ଏହି କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ସାର୍ଥିକ ସାହୁ,  ପଙ୍କଜିନୀ ଦନ୍ତ ଓ ରଶ୍ମିତା ନାଗ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ଟ୍ରଫି ପ୍ରଦାନ କରିଥିଲେ। ଛତ୍ରପାଲ ଗିରି ସୁମନ୍ତ କୁମାର ସାହୁ,ଶିବୁ ଆଚାର୍ଯ୍ୟ,କରୁନା ପଧାନ ଓ ବେଣୁ ତାଣ୍ଡିଆ ଖେଳ ପରିଚାଳନା କରିଥିଲେ।ମହିଳା କବାଡିରେ ଝାରବନ୍ଧ ଡିଗ୍ରୀ କଲେଜର ମହିଳା କବାଡି ଦଳ ବିଜେତା ଏବଂ ଡଭା ଜୁନିଅର୍ ଦଳ ଉପବିଜେତା , ବେଟମିଣ୍ଟନ ବିଜେତାରେ ସରିନ ସେଠ ଅନିତା ସାହୁ, ଉପବିଜେତା ସସ୍ମିତା ପଟେଲ, ପ୍ରତିମା ପ୍ରଧାନ,। ସାଇକେଲ ସ୍ଲୋ ରେ ନାମିତ ବନଛୋର କବିତା ସାହୁ, ଦିବ୍ୟ ପଟେଲ ସେହିପରି ୧୦୦ ଦୌଡରେ ବାଳିକା ବିଭାଗରେ ସୁମନ ବରିହା,କବିତା ସାହୁ,ଶ୍ରାବଣୀ ବରିହା ଏବଂ ବାଳକ ବିଭାଗ ରେ ରାଜୁ ପଟେଲ୍ କରନ୍ ପାଇକ, ନିର୍ମଳ ଭୋଇ ପ୍ରଥମ ଦ୍ଵିତୀୟ ତୃତୀୟ ସ୍ଥାନ ଅଧିକର କରିଥିଲେ ।  ଫୁଟବଲ ଖେଳରେ ପ୍ରଥମ ସ୍ଥାନ ଧିରପୁର୍ ଓ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ ଜାରିଂ  l ସ୍ଵେଚ୍ଛାସେବୀ ଅନିଲ ସାହୁ ,ଦୁର୍ଯ୍ୟୋଧନ ପାଣ୍ଡେ ପ୍ରକାଶ ପ୍ରଧାନ,ତୁଳସୀରାମ ବରିହା, ସୌରଭ ବାରିକ, ରିଙ୍କୁ ପ୍ରଧାନ , ତୁଲାରମ୍ ପାଣ୍ଡେ ସାହାଯ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026

You Might Also Like