-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

୧୧ରୁ ପାପକ୍ଷୟ ମହୋତ୍ସବ,କଳାକାରଙ୍କ ସଙ୍ଗମସ୍ଥଳ ହେବ ଡାକ୍ତରଖାନା ସମ୍ମୁଖ ପଡିଆ

10-Feb-2025



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ପାପକ୍ଷୟ ଲୋକ ମହୋତ୍ସବ  ମଙ୍ଗଳବାର ଅର୍ଥାତ ୧୧ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି। ୪ଦିନ ଧରି ହେବାକୁ ଥିବା ଲୋକକଳା ପର୍ବରେ ସହର/ଗ୍ରାମାଞ୍ଚଳ, ବ୍ଲକ,ଜିଲ୍ଲା ତଥା ରାଜ୍ୟର କୋଣ ଅନୁକୋଣରୁ କଳାକାରଙ୍କ ସମାବେଶ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ରବିବାର ସଂଧ୍ୟାରେ ଲୋକ ମହୋତ୍ସବ ଅସ୍ଥାୟୀ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମହୋତ୍ସବ କମିଟି ସଭାପତି ପ୍ରଶାନ୍ତ କୁମାର ଦଣ୍ଡସନା ଉପସ୍ଥିତ ସାମ୍ବାଦିକ ମାନଙ୍କୁ ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏଥର ମହୋତ୍ସବ ଷଷ୍ଠ ବର୍ଷରେ ପଦାର୍ପଣ କରିଛି। ବିଗତ ବର୍ଷ ମାନଙ୍କ ଅପେକ୍ଷା ଚଳିତ ବର୍ଷ ଆହୁରି ଉତ୍ସାହଉଦ୍ଦୀପନା ମଧ୍ୟରେ ପାଳନ ହେବ। ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ଏହି ମହୋତ୍ସବର ପ୍ରଥମ ଦିନ ଅର୍ଥାତ ୧୧ତାରିଖ ସକାଳ ୧୦ଘଣ୍ଟା ସମୟରେ ପତାକା ଉତ୍ତୋଳନ, ମଞ୍ଚପୂଜା ଓ ସାଂସ୍କୃତିକ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଶୋଭାଯାତ୍ରାରେ ପ୍ରାୟ ୨୦ଗୋଟି ସାଂସ୍କୃତିକ ଦଳ ସହ ଅଞ୍ଚଳର ବହୁ କଳାପ୍ରେମୀ ଭାଗନେବେ। ସନ୍ଧ୍ୟା ପ୍ରାୟ ୬ଘଣ୍ଟା ସମୟରେ ମାନ୍ୟବର ବୀରମହାରାଜପୁର ବିଧାୟକଙ୍କ ଦ୍ଵାରା ମଞ୍ଚ ଉଦ୍ଘାଟନ ହେବ ସେହିପରି ପଲ୍ଲୀଶ୍ରୀ ମେଳା,ମୀନାବଜାର ଦେଖଣାହାରୀଙ୍କୁ ଆକର୍ଷିତ କରିବ।ସାଂସ୍କୃତିକ ମଞ୍ଚର ପ୍ରଥମ ସନ୍ଧ୍ୟାରେ ଅଞ୍ଚଳର କଳାପ୍ରେମୀଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ, ଦ୍ଵିତୀୟ ସନ୍ଧ୍ୟାରେ ଶିଶୁ କଳାକାରଙ୍କ ନାଚଗୀତ, ତୃତୀୟ ତଥା ଶେଷ ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୫ସାଂସ୍କୃତିକ ଦଳ ତରଫରୁ ଲୋକକଳା, ଲୋକନୃତ୍ୟ ପରିବେଷଣ ହେବ ବୋଲି ସାଂସ୍କୃତିକ ସମ୍ପାଦକ ଶାଶ୍ଵତ ତ୍ରିପାଠୀ ସୂଚନା ଦେଇଥିଲେ। କଳାକାରଙ୍କ ନାଚଗୀତରେ ମଞ୍ଚ ଦୁଲୁକିବ। ଏହି ସାମ୍ବାଦିକ ସମ୍ମିଳନୀରେ ମହୋତ୍ସବ ଉପ ସଭାପତି ବିଜୟ ବରାଇ, କୋଷାଧ୍ୟକ୍ଷ ଦେବରାଜ ମେହେର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like