-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ଶ୍ରମ ବିଭାଗର ହସ୍ତକ୍ଷେପ ପରେ ଫେରିଲେ ଦାଦନ ଶ୍ରମିକ ନିଜ ଭିଟାମାଟିକୁ

10-Feb-2025



ନୂଆଁପଡ଼ା(ପରମେଶ୍ୱର ମେହେର): ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଟିକ୍ରାପଡା ପଞ୍ଚାୟତର ମହୁଲଭଟା ଗ୍ରାମର ଚୈତନ୍ୟ ଶବରଙ୍କ ସହ ତାଙ୍କ ପରିବାରର ଛଅ ଜଣ ଗତ ଦୁଇ ମାସରୁ ତେଲେଙ୍ଗାନାର ଏନ୍‌ଜେବି ଇଟା ଭାଟିରେ କାମ କରି ଆସୁଥିଲେ ହେଲେ ସେଠାରେ ଇଟା ଭାଟିର ମାଲିକଙ୍କ ଅକଥନୀୟ ଅତ୍ୟାୟର ଓ ଅମାନୁଷିକ ବ୍ୟବହାର ଯୋଗୁଁ ଭୟଭୀତ ହୋଇ ଏନେଇ ନୂଆପଡ଼ା ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଜଣାଇଥିଲେ।ଏହି ଅଭିଯୋଗ ଆସିଲା ପରେ ଶୁକ୍ରବାର ଜିଲ୍ଲା ଉପ ଶ୍ରମ ଅଧିକାରୀ  ମନୋରଞ୍ଜନ ନାୟକ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଇଟା ଭାଟି ମାଲିକଙ୍କ ସହ ଯୋଗାଯୋଗ କରି ତୁରନ୍ତ ସେମାନଙ୍କୁ ନିଜ ଗାଁକୁ ଫେରାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଯାହା ଫଳରେ ଇଟାଭାଟି ମାଲିକ ଛଅ ଜଣ ଶ୍ରମିକଙ୍କୁ  ଗାଁକୁ ପଠାଇ ଦେଇ ଥିଲେ। ଶନିବାର ସମସ୍ତ ଦାଦନ ଶ୍ରମିକମାନେ ସୁରକ୍ଷିତ ଭାବରେ ନିଜ ଗାଁକୁ ଫେରିଥିବା ଜିଲ୍ଲା ଉପ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି । ଉଦ୍ଧାର ହୋଇଥିବା ଦାଦନ ଶ୍ରମିକମାନେ ହେଲେ ଚୈତନ୍ୟ ଶବର, ଫୁଲମତି ଶବର, ମୋତିଲାଲ ହାତୀ, ଦେବକୀ ଶବର, କିଶୋର ଶବର ଓ ଅମ୍ବିକା ଶବର। ଏମାନେ ସମସ୍ତେ ନିଜ ଭିଟାମାଟି ମହୁଲଭଟାକୁ ସୁରକ୍ଷିତ ଭାବରେ ପହଁଚି ପରେ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like