-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ୟୁନାଇଟେଡ କ୍ଳବ୍ ବରଗଡ଼ ଚମ୍ପିୟାନ

10-Feb-2025



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ର ମିନି ଷ୍ଟାଡିୟମ୍ ଠାରେ ଚାଲିଥିବା ରାଜ୍ୟ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ର ଶେଷ ତଥା ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ଆଜିର ଫାଇନାଲ ମ୍ୟାଚ ରେ ୟୁନାଇଟେଡ କ୍ଳବ୍ ବରଗଡ଼ ବନାମ ସମ୍ବଲପୁର ଫୁଟବଲ୍ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଭୟ ଦଳର ଖେଳାଳୀ ମାନେ ଅତି ସୁନ୍ଦର୍ ତଥା ଚିତ୍ତାକର୍ଷକ ଖେଳ ପ୍ରଦର୍ଶନ କରିଥିଲେ। ଉଭୟ ଦଳ କର ବା ମର ପରିସ୍ଥିତିରେ ନିଜ ନିଜ ଦଳକୁ ଜିତେଇବା ପାଇଁ ସଂଘର୍ଷପୂର୍ଣ୍ଣ ଭାବରେ ପଡ଼ିଆରେ ନିଜର କଳା ପ୍ରଦର୍ଶନ କରିଥିଲେ। ଅତି ସୁନ୍ଦର୍ ଭାବରେ ଉଭୟ ଦଳ ଖେଳ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦର୍ଶକ କୁ ବାନ୍ଧି ରଖିଥିଲେ। ହଜାର ହଜାର ସଂଖ୍ୟାରେ ଦର୍ଶକ ମାନେ ଖେଳପଡିଆ ରେ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଦର୍ଶକ ମାନଙ୍କ ଉତ୍ସାହ ଦେଖି ଖେଳାଳି ମାନେ ମଧ୍ୟ ଅତି ରୋମାଞ୍ଚକର ଖେଳ ପ୍ରଦର୍ଶନ କରିଥିଲେ l

ବରଗଡ଼ ୟୁନାଇଟେଡ କ୍ଳବ୍ 4- 0 ଗୋଲ ରେ ସମ୍ବଲପୁର ଫୁଟବଲ୍ କ୍ଲବ କୁ ହରାଇ ଆଜିର ଚମ୍ପିଅନ ଟ୍ରଫି ହାସଲ କରିଛି।ଆଜିର ଫାଇନାଲ ମ୍ୟାଚ ତଥା ଶେଷ ମ୍ୟାଚ୍ ରେ ମୁଖ୍ୟ ଅତିଥି ଭାବରେ ସମାଜ ସେବୀ ତଥା ବଲାଙ୍ଗୀର ଫୁଟବଲ୍ ଆସୋସିଏସନ୍ ର ସଭାପତି ଡକ୍ଟର ଶ୍ରୀକର ମିଶ୍ର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ମନ୍ୟନର ସ୍ବାସ୍ଥ୍ୟ ମନ୍ତ୍ରୀ ଙ୍କ ପ୍ରତିନିଧି ଶ୍ରୀ ସୁରେଶ ମହାଳିଙ୍ଗ, ପୂର୍ବତନ ବିଧାୟକ ଶ୍ରୀ ରମାକାନ୍ତ ସେଠ୍, ବଲାଙ୍ଗୀର ଫୁଟବଲ୍ ଆସୋସିଏସନ୍ ର ସମ୍ପାଦକ ଶ୍ରୀ ଶରତ କୁମାର ନନ୍ଦ, ହେମନ୍ତ ବେହେରା ଓ ଆଗଲପୁର ର ସମାଜ ସେବୀ ତଥା ପୂର୍ବତନ ସରପଂଚ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମେହେର ଯୋଗ ଦେଇଥିଲେ। ବିଜେତା ଦଳକୁ ନଗଦ 30 ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରା ଯାଇଥିଲା। ଏବଂ ଉପ ବିଜେତା ଦଳକୁ ନଗଦ କୋଡ଼ିଏ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରା ଯାଇଥିଲା। ଆଜି ପ୍ରଥମେ ଦର୍ଶକ ବନ୍ଧୁ ମାନଙ୍କ ସକାଶେ ଏକ ବନ୍ଧୁତ୍ୱ ପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଏହି ଖେଳ ଆଗଲପୁର ବର୍ଷୀୟାନ ଦଳ ସହିତ ବଲାଙ୍ଗୀର ବର୍ଷୀୟାନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଆଜିର ଫାଇନାଲ ମ୍ୟାଚ ରେ ରେଫାରୀ ଭାବରେ ସର୍ବ ଶ୍ରୀ ନୀଳ ନାୟକ, ସମ୍ ସିନ କୁଡ଼େଇ, ଦେବାଶିଷ ବାଗ ଓ କରୁଣା କର ପଧାନ୍ ଖେଳ ପରିଚାଳନା କରିଥିଲେ। ଆଗଲପୁର ଫୁଟବଲ୍ ଆସୋସିଏସନ୍ ର ସଭାପତି ଶ୍ରୀ ଭିକାରୀ ବାଗ, ସମ୍ପାଦକ ଶ୍ରୀ ବ୍ୟୋମକେଶ ପାଠି ଓ ସଂଯୋଜକ ଶ୍ରୀ ସୁଧାଂଶୁ ସେଠ୍ ମଧ୍ୟ ଉପସ୍ଥିତ ରହି ସାତଦିନ ଧରି ଅନୁଷ୍ଠିତ ହୋଇଥିବା ରାଜ୍ୟ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ କୁ ସୂଚାରୁ ରୂପେ ପରିଚାଳିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like