-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଜାତୀୟ କୃମିନାଶକ ଔଷଧ ସେବନର ଶୁଭାରମ୍ଭ :- ଜିଲ୍ଲାକୁ କୃମି ମୁକ୍ତ କରିବାକୁ ଆହ୍ୱାନ :- ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳିତ : -

10-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାରେ ଆଜି ୧୦ ଫେବୃୟାରୀ ୨୦୨୫ ତାରିଖ ଜାତୀୟ କୃମିନାଶକ ଦିବସ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଝିପଡ଼ା ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୃମିନାଶକ ଦିବସ ପାଳନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜି ଶୁଭାରମ୍ଭ ଅବସରରେ ଉକ୍ତ ସ୍କୁଲର ସମୁଦାୟ ୧୭୨ ଜଣ ଛାତ୍ରଛାତ୍ରୀ ମଧ୍ୟରୁ ୧୬୩ ଜଣ  ଏହି ଔଷଧ ସେବନ କରିଛନ୍ତି । ଯେଉଁମାନେ ଆଜି ୧୦ ତାରିଖ ଦିନ ଔଷଧ ଖାଇବାରୁ ବଞ୍ଚିତ ରହିବେ ତାଙ୍କୁ ୧୭ ଫେବୃଆରୀରେ ମପ୍ଅପ୍ ରାଉଣ୍ଡରେ ଔଷଧ ଖାଇବାକୁ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଆମ ଜିଲ୍ଲାର ୧,୭୭,୨୦୨ ହିତାଧିକାରୀ ଆଲବେଣ୍ଡାଜୋଲ ଔଷଧ ଖାଇବେ । ଏହା ମଧ୍ୟରୁ ୧ ବର୍ଷ ରୁ ୧୯ ବର୍ଷ ପର୍ଯ୍ୟନ୍ତ ୧,୬୫,୨୬୭ ଜଣ ଶିଶୁ ଓ କିଶୋର  ଏବଂ ୨୦ ବର୍ଷରୁ ୨୪ ବର୍ଷ ପର୍ଯ୍ୟନ୍ତ ୧୧,୯୩୫ ଜଣ ପ୍ରଜନନକ୍ଷମ ମହିଳା ରହିଛନ୍ତି । ସନ୍ତାନ ପ୍ରଜନନକ୍ଷମ ମହିଳାଙ୍କ ମଧ୍ୟରେ ଥ‌ିବା ଗର୍ଭବତୀ ଓ ପ୍ରସୂତି ମାନେ ଏହି ଔଷଧ ଖାଇବେ ନାହିଁ । ଆମ ଜିଲ୍ଲାର ୧୦୫୭ଟି ସରକାରୀ ଓ ବେସରକାରୀ ସ୍କୁଲ ମହାବିଦ୍ୟାଳୟ , ୧୫୧୬ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି କୃମି ନାଶକ ଔଷଧ ମାଗଣାରେ ପ୍ରଦାନ କରିବାର ସୁବ୍ୟବସ୍ଥା କରାଯାଇଅଛି। କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ ଓ ସୁଚାରୁ ସମ୍ପାଦନ ପାଇଁ ୯୨ ଜଣ ମହିଳା ସ୍ଵାସ୍ଥ୍ୟ କର୍ମୀ, ୬୪୦ ଜଣ ଆଶାକର୍ମୀ ତଥା ୧୫୧୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ଆବଶ୍ୟକ ତାଲିମ ସହ ଔଷଧ ସେବନ କରାଇବାକୁ ନିୟୋଜିତ କରାଯାଇଥିବା ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଗୁରୁ  ସୂଚନା ପ୍ରଦାନ କରିଛନ୍ତି । ସେବନ କରାଯିବାକୁ ଥିବା ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ରହିଥିବା ତଥା ଏହି ଔଷଧ ଖାଇବା ଦ୍ବାରା ଶିଶୁର ରକ୍ତହୀନତା ଦୂର ହେବା ସହ ଶିଶୁର ପୌଷ୍ଟିକ ବୃଦ୍ଧି ହେବା ସହିତ ସ୍କୁଲ ଓ ଅଙ୍ଗୱାଡ଼ିରେ ମଧ୍ୟ ଉପସ୍ଥାନ ବଢିବ। କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ କୃମି ମୁକ୍ତ ସୁବର୍ଣ୍ଣପୁର ପାଇଁ ଜିଲ୍ଲାର ସମସ୍ତଙ୍କ ସହଯୋଗ କାମନା କରିଥିଲେ।  ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ,  ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ମନୋଜ କୁମାର ଅଦାବର, ପ୍ରଧାନ ଶିଷୟିତ୍ରୀ ମୀନାକ୍ଷୀ ନାୟକ, ଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ,ଡି ଏମ ଆର ସି ଏଚ ସୁଧାଂଶୁ ଶେଖର ନାୟକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ତଥ୍ୟ  ପରିଚାଳକ ପ୍ରଦୀପ କୁ ସାହୁ,ଏ ଏମ ସି ପି ତରଣିସେନ୍ ପ୍ରଧାନ , ସ୍ଵାସ୍ଥ୍ୟ କର୍ମୀ, ଆଶା, ଅଙ୍ଗନୱାଡ଼ି କର୍ମୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like