-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାର ଐତିହାସିକ ଏବଂ ପ୍ରସିଦ୍ଧ ଶୈବପୀଠ କେଲିଆ*

10-Feb-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ ଅଧିନସ୍ଥ କେଲିଆ ଶୈବପୀଠ ଏକ ପର୍ଯ୍ୟଟନସ୍ଥଳୀ  ଓ ଧର୍ମାନୁଷ୍ଠାନ କହିଲେ ଚାଲେ ଏଠାରେ  ଶିବରାତ୍ରି ପୂର୍ବରୁ ଭକ୍ତ  ମାନଙ୍କ ଭିଡ ଆରମ୍ଭ କହାଇଗଲାଣି |  ମନ୍ଦିର ଚତୁର୍ପାସର ମୋନରମା ଭରା ଶୋଭା ସତେ ଯେପତି ପର୍ଯ୍ୟଟକ ମାନଙ୍କୁ ସ୍ଵାଗତ କରିବାରେ ତତ୍ପର ହୋଇ ଉଠିଛି |ଆପଣ ମାନେ ଯଦି ଏହି ଐତିହାସିକ ଶୈବପିଠକୁ ହିବା ପାଇଁ ଚାହିଁବେ ତେବେ ଏହା ନବରଙ୍ଗପୁର ଜଲିା ସେଦରମହକୁମା ଠାରୁ ୪୫ କିମିି ତଥା ଡାବୁଗାଁ ବ୍ଲକ ସଦରମହକୁମା ଠାରୁ ୧୩ କିମି ଦୂରରେ ଅବସ୍ତିତ। ମାନ୍ୟତା ଅନୁସାରେ ଏଠାରେ ପୂଜା ପାଉଥିବା ବାବା ଝାଡେସ୍ୱର ମହାଦେବଙ୍କ ପ୍ରସାେଦ ସେବନ ଓ ପାଦୁକା  ଲେପନ କଲେ କୁଷ୍ଠ ରୋଗ ମଧ୍ୟ ଭଲ ହୋଇଥାଏ "ବୋଲି ଲୋକ ବିଶ୍ୱାସ ରହିଛି" । ପ୍ରଥମେ ଚଳ ଛପର ଘୋରେ ବାବାଙ୍କ ମନ୍ଦିର ନିର୍ମାଣ ହୋଇଥିଲା | କିନ୍ତୁ ବର୍ତ୍ତମାନ ରୋ ମନ୍ଦିର କମିଟିର ପ୍ରଚେଷ୍ଟାରେ ୨୦୦୨ ମସିହାରେ ତତକାଳୀନ ଡାବୁଗାଁ ବିଧାୟକ ଭୁଜବଳ ମଝି  ,ଜିଲାପାଳ, ଆଖପାଖ ଗ୍ରାମବାସୀ ଓ ମନ୍ଦିର କମିଟିର ସହଯୋଗରେ ୧୫ଲକ୍ଷ ଟଙ୍କା ବ୍ୟୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ  ୨୦୧୩ ମସିହାରେ ମନ୍ଦିର ନିର୍ମାଣ ହୋଇଯାଇଥିଲା ଏବଂ ମନ୍ଦିର ପ୍ରତିଷ୍ଠା କରାଯାଇ ଥିଲା । ଏହି କେଲିଆ  ଶୈବପୀଠର ନିଆରା ଆକର୍ଷଣ ହେଉଛି ଚାରିପଟେ ଥିବା ମୋନହର ଦୃଶ୍ୟ ଏବଂ ଔଷଧୀୟ ବୃକ୍ଷ ଗୁଡିକ  ହରିଡା, ବାହାଡା,ଅଁଳା ଆଦି ବିଭିନ୍ନ ଔଷଧୀୟ ବୃକ୍ଷ। ଏହି ପର୍ଯ୍ୟଟନସ୍ଥଳୀ ର ଅପରୂପ ସୌନ୍ଦର୍ଯ୍ୟ ଉପଭଗ କରିବାକୁ ଏଠାକୁ ଆସନ୍ତି ଓଡିଶାର ବିଭିନ୍ନ ଜିଲ୍ଲା ସହ ପଡୋଶି  ଛତିଶଗଡ଼ ଓ ଆନ୍ଧ୍ରପ୍ରଦେସର ପର୍ଯ୍ୟଟକ | ଏଠାରୁ ଜଙ୍ଗଲ ରାସ୍ତାରେ ୩ କିମିି ଦୂରରେ ରହଛିି ପାର୍ବତୀ ଗୁମ୍ଫା | ଯାହାର ରହସ୍ୟ ପର୍ଯ୍ୟଟକଙ୍କୁ ଟାଣିଆଣିବାକୁ ସକ୍ଷମ ହୁଏ | ଏହିଗୁମ୍ଫା କେଉଁଠି ସମାପ୍ତ ହୋଇଛି ତାହା ଆଜିବି ରହସ୍ୟ ହୋଇ ରହିଛି | ଗୁମ୍ଫା ଭିତରେ ଥିବା ଧବଳ ରଙ୍ଗର ଲିଙ୍ଗଟି ହେଉଛି ମାଁ ପାର୍ବତୀଙ୍କ   ଆସ୍ଥାନ ।ଅନ୍ୟ ଆକର୍ଷଣ ମଧ୍ୟରେ ରହିଛି "ଗଙ୍ଗା କୁଣ୍ଡ " ଏହି ଛୋଟିଆ କୁଣ୍ଡର ପାଣି କେବେବି କମୁନି । ଏହାଛଡା ଜଙ୍ଗଲ ମଧ୍ୟକୁ କିଛିଦୂର ଚାଲିଗଲେ ଦେଖାଯାଉଛି ରାଜରାଜୋଡା କାଳର ବଗ୍ନାବଶେଷ ର ପୁରୁଣା କୁଅଁ ଏବଂ 300 /400 ବର୍ଷ ପୁରୁଣା ଇଟା ଖଣ୍ଡ ଗୁଡିକ ଏହାସହ ଜଙ୍ଗଲ ମଧ୍ୟରୁ ଭାସି ଆସୁଥିବା କୁଟୁରା, ଠେକୁଆ ଆଦି  ବନ୍ୟଜନ୍ତୁଙ୍କ ଶବ୍ଦ | କିନ୍ତୁ ଦୁଃଖର ବିଷୟ ପ୍ରକୃତିର ଏହି ପର୍ଯ୍ୟଟନ ସ୍ଥଳୀର ବିକାଶ ହୋଇ ପାରି ନାହିଁ ।  ପର୍ଯ୍ୟଟନ ବିଭାଗ ଏଥିପ୍ରତି ବିଶେଷ ଦୃଷ୍ଟି ଦେଲେ ରାଜସ୍ବ ବୃଦ୍ଧି ସାଙ୍ଗକୁ ଆଦିବାସି ସଂସ୍କୃତି , ପରମ୍ପରା ଲୋକଲଚନାକୁ ଆସିପାରନ୍ତା ବୋଲି କେଲିଆ ଶୈବପୀଠ  ମନ୍ଦିର କମିଟିର ସମ୍ପାଦକ ଶ୍ରୀ ଦେବ ରାଜ ପାତ୍ର କହିଛନ୍ତି ।  କିଛି ବଷ୍ ହେଲା ଏହି ଶୈବପୀଠ କୁ ପର୍ଯ୍ୟଟନ ବଭିାଗ ନିଜି ହାତକୁ ନେଇଥିବା ବେଳେ ଆଜିପର୍ଯ୍ୟନ୍ତ ଆଖିଦୃଶିଆ କୌଣସି ଉନ୍ନତି ମୂଳକ କାମ ହୋଇନାହିଁ |ଏଥିପ୍ରତି ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ବିଶେଷ ଧ୍ୟାନ ଦେବା ଆବଶ୍ୟକତା ରହିଛି ।


ବିଦ୍ର :-କେଲିଆ ଶୈବପିଠ ଖାଲି ପ୍ରସିଦ୍ଧ ନୁହଁ ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ମଧ୍ୟ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like