-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଭାଗ ନେଲେ ଶିକ୍ଷାର୍ଥୀ

10-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 'ପରୀକ୍ଷା ପେ ଚର୍ଚ୍ଚା'  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସ୍କୁଲର ସମସ୍ତ ଛାତ୍ର ଏଲ୍.ଇ.ଡି ଟିଭି ରେ ଲାଇଭ ଷ୍ଟ୍ରିମିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସାରଗର୍ଭକ ପରାମର୍ଶ ଶୁଣିଥିଲେ l ପରୀକ୍ଷାକୁ ସାମନା କରିବା ପୂର୍ବରୁ ଛାତ୍ରଛାତ୍ରୀ ମାନେ ଚାପମୁକ୍ତ ହୋଇ ପରୀକ୍ଷା କେନ୍ଦ୍ରକୁ ଯିବା ଉଚିତ୍ l ଜଣେ ଶିକ୍ଷାର୍ଥୀଙ୍କ ପାଇଁ ପରୀକ୍ଷାରେ କେବଳ ନମ୍ଵର୍ ହିଁ ସବୁକିଛି ନୂହେଁ ନିଜର ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଛାତ୍ରଛାତ୍ରୀ ମାନେ ଚେଷ୍ଟା କରିବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପରାମର୍ଶ ଦେଇଥିଲେ l ଆସନ୍ତା ଦିନରେ ସାମନା କରିବାକୁ ଯାଉଥିବା ବିଭିନ୍ନ ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହି  'ପରୀକ୍ଷା ପେ ଚର୍ଚ୍ଚା'  କାର୍ଯ୍ୟକ୍ରମ ବିଶେଷ ସହାୟକ ହୋଇପାରିବ ବୋଲି  ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଅଂଶୁପା ଭୋଇ ନିଜ ପ୍ରତିକ୍ରିୟାରେ କହିଛନ୍ତି  l  ଆଜିର ପରୀକ୍ଷା ପେ ଚର୍ଚ୍ଚା  କାର୍ଯ୍ୟକ୍ରମ ରେ ସ୍କୁଲରଶିକ୍ଷୟିତ୍ରୀ ମଧୁମିତା ମିଶ୍ର, କେତକୀ ଭୋଇ,ସତ୍ୟଜିତ ବୁଡେକ, ମୁକେଶ ବନଛୋର, ସୁନୀତା ବିଶ୍ଵାଳ, ଟ୍ୱିଙ୍କଲ ସାହୁ, କମଳିନୀ ନାଥ, ଅନାନ୍ୟl ମିଶ୍ର,ସସ୍ମିତା ମିଶ୍ର, ଖୁସବୁ ବେଗମ୍, ସୌମ୍ୟl ତେଣ୍ଡାକର, ସୁଜ୍ଞାନୀ ସବର୍,ଅନୀଲ ସରଭଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like