-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଅଜଣା ଗାଡ଼ି ଧକ୍କାରେ ସାଇକେଲ ଚାଳକ ମୃତ

10-Feb-2025



ବ୍ରହ୍ମପୁର: ହିଞ୍ଜିଳି ସହର ମାଣିକ ନଗର ଛକରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଅଭିମନ୍ୟୁ ପୃଷ୍ଟି ନାମକ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ଧକ୍କା ଦେଇ ଗାଡ଼ି ଚମ୍ପଟ୍ ମାରିଛି। କିନ୍ତୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିକଟରେ ଲାଗିଥିବା ବିଭିନ୍ନ ସିସିଟିଭି କ୍ୟାମେରା ଫୁଟେଜ କୁ ଆଧାର କରି ଅନୁସନ୍ଧାନ ଚଳାଇଛନ୍ତି। ତଥାପି ଦୁର୍ଘଟଣା ର କିଛି ଦୁରରୁ ବାଲେଶ୍ବର ପରିବହନ ବିଭାଗ ରେଜିଷ୍ଟ୍ରେସନ ଏକ ନଂ ପ୍ଲେଟ  ପୋଲିସକୁ ମିଳିଛି। ଏହି ଆଧାର ରେ ପୋଲିସ ମାମଲା ନଂ ୧୦୦/୨୫ ମକଦ୍ଦମା ରୁଜୁ କରି ଛାନବିନ୍ ଚଳାଇବା ସହ ମୃତ ଶରୀରକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like