-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଆର୍ଟ ଅଫ ଲିଭିଂ ପକ୍ଷରୁ ହେପିନେସ ପ୍ରୋଗ୍ରାମ ଅନୁଷ୍ଠିତ

10-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଠାରେ ଶ୍ରୀ ଶ୍ରୀ ରବିଶଙ୍କର ଙ୍କ ଦ୍ଵାରା ପରିଚାଳିତ ଆର୍ଟ ଅଫ ଲିଭିଂ ସଂସ୍ଥା ଦ୍ୱାରା ଏକ ହେପିନେସ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ତିନିଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆର୍ଟ ଅଫ ଲିଭିଂର ବରିଷ୍ଠ ଶିକ୍ଷକ ଶ୍ରୀ ଶ୍ୟାମ ଅଗ୍ରୱାଲ ଏବଂ ଶିକ୍ଷୟତ୍ରୀ ସୁଶ୍ରୀ ଆସନା ଗୁପ୍ତା ପ୍ରୋଗ୍ରାମକୁ ପରିଚାଳନା କରିଥିଲେ। ସ୍ଥାନୀୟ ଜନସାଧାରଣ ବହୁତ୍ ଉତ୍ସାହର ସହ ହାପିନେସ ପ୍ରୋଗ୍ରାମରେ ଭାଗ ନେଇଥିବା ବେଳେ ଲୋକେ ଶାନ୍ତି, ଚିନ୍ତା ମୁକ୍ତ, ଶାନ୍ତ ଓ ଉତ୍ସାହରେ ଭରପୁର ଆନନ୍ଦ ନେଇ ଥିବାର ଦେଖାଯାଇଥିଲା। ଲୋକଙ୍କର ଉତ୍ସାହ ଓ ଅନୁରୋଧକୁ ଦେଖି ପୁଣି ଆସନ୍ତା ମାର୍ଚ୍ଚ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଆର୍ଟ ଅଫ ଲିଭିଂ ର ପରବର୍ତ୍ତୀ ହେପିନେସ ପ୍ରୋଗ୍ରାମ କରାଯିବାର ସ୍ଥିର କରାଯାଇଥିବା ସଂସ୍ଥା ପକ୍ଷରୁ ସୂଚନା ମିଳିଛି। ଏବଂ ଇଚ୍ଛୁକ ବ୍ୟକ୍ତିବିଶେଷ ଆର୍ଟ ଅଫ ଲିଭିଂର ହେପିନେସ ପ୍ରୋଗ୍ରାମରେ ଯୋଗଦେବା ପାଇଁ ୭୦୦୮୧୨୬୦୭୦ ନମ୍ବର ରେ ଯୋଗାଯୋଗ କରିବା ପାଇଁ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026

You Might Also Like