-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*

10-Feb-2025



ଡାବୁଗାଁ (ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୪-୨୫ ଆର୍ଥିକ ବର୍ଷର ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ  ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା ଓ ୧ ଏପ୍ରିଲ ୨୦୨୦ ଠାରୁ ୩୦ ସେପ୍ଟେମ୍ବର ୨୦୨୦ ପର୍ଯ୍ୟନ୍ତ କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ  ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷ ବୀଣା ମାଝି ଙ୍କ ଅଧକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଏମଜିଏନଆରଇଜିଏସ ଯୋଜନା ଓ କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ସମ୍ପର୍କିତ ପ୍ରକଳ୍ପ  ଗୁଡିକ ଉପରେ ଆଲୋଚନା ହୋଇଥିଲା | ଏହି ଯୋଜନାରେ ଜବକାର୍ଡ ଧାରି ଶ୍ରମିକ ମାନେ କେତେଦିନ କାର୍ଯ୍ୟ କରିଛନ୍ତି , ମଜୁରି ପାଇଛନ୍ତି କି ନାହିଁ,  ହିତାଧିକାରୀ ସଂପୂର୍ଣ୍ଣ ଅର୍ଥ ପାଇଛି କି ନାହିଁ ତାହାର ସମୀକ୍ଷା କରାଯାଇଥିଲା | ଏଥିରେ ଗତ ୨୦୨୪-୨୫   ଆର୍ଥିକ ବର୍ଷ ରେ ଏହି ଯୋଜନାରେ ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ସୁଧା ୨୧ କୋଟି ଟଙ୍କା ବ୍ୟୟ କରିବା ନେଇ ଟାର୍ଗେଟ ଥିବା ବେଳେ ସେଥିରୁ ୧୭ କୋଟି ୨୧ ଲକ୍ଷ ୭୬ ହଜାର ଟଙ୍କା ବ୍ୟୟ କରାଯାଇଛି | ସେପ୍ଟେମ୍ବର  ୨୦୨୪ ସୁଧା  ୫ ଲକ୍ଷ ୭୨  ହଜାର ୬୯୪  ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା      | ଏଥିରେ ୯ ହଜାର ୯୪୪ ଟି ପରିବାର କୁ ପଞ୍ଜୀକୃତ ହୋଇଥିବା ବେଳେ ୯ ହଜାର ୯୪୪ ଟି ପରିବାରକୁ କାର୍ଯ୍ୟ ଯୋଗାଇ ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ମୋଟ ୧୪୧୬  ପରିବାର କୁ ୧୦୦ ଦିନ ର କାର୍ଯ୍ୟ ପୂରଣ କରିଛନ୍ତି | ଏଥିରେ ମୋଟ ଟି ପ୍ରକଳ୍ପ ୧୮୯୬ ରୁ ୧୧୬୪ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | ବିଭିନ୍ନ ପଞ୍ଚାୟତରେ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବା ବେଳେ ଓ ପ୍ରକଳ୍ପ କାର୍ଯ୍ୟ ଶେଷ ହେବାପରେ ମଧ୍ୟ  ସାଇନ ବୋର୍ଡ ନଥିବା, ସାମାଜିକ ସମୀକ୍ଷା ସମୟରେ ଉକ୍ତ ପଞ୍ଚାୟତ ଗୁଡିକର ଏସିଡିଓ ଓ ଜିଆରଏସ ମାନେ ପଞ୍ଚାୟତର ୭ ଟି ରେଜିଷ୍ଟର ସମୀକ୍ଷକ ମାନଙ୍କ ନିକଟରେ ଦାଖଲ କରିପାରିନଥିଲେ | ପ୍ରକଳ୍ପ କାର୍ଯ୍ୟର ରେଜିଷ୍ଟର ରେ କାର୍ଯ୍ୟର ଫଟୋ, ଶ୍ରମିକ ମାନଙ୍କ ଆବେଦନ ପତ୍ର ନଥିବା ଭଳି ତ୍ରୁଟି ଦେଖାଦେଇଥିବା ଉପସ୍ଥାପନ ହୋଇଥିଲା | ଏହି ଜନଶୁଣାଣି ଶିବିର ରେବିଭିନ୍ନ ପଞ୍ଚାୟତରୁ ମୋଟ ୪୭ ତୃଟି ଦେଖାଦେଇଥିବା ବେଳେ ଏଥିରୁ ୨୫ ଟି ତୃଟିର ସମାଧାନ କରାଯାଇଛି | ବଳକା ୨୨ ଗୋଟି ତୃଟି ୭ ଦିନ ମଧ୍ୟରେ ସମାଧାନ କରି ବ୍ଲକ ସାମାଜିକ ସମୀକ୍ଷକ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ଓ ବିଡିଓ ଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏଥିରେ ନବରଙ୍ଗପୁର ଜିଲାପାଳ ଙ୍କ ପ୍ରତିନିଧି ଭାବେ ଓରମାସ ସିଇଓ ଏ. ଉମା ମହେଶ୍ଵର ଓ ଜିଲା ପରିଷଦର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏଥିରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି,  ଜୋନ-୨ ଜିଲାପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଜନ ଶୁଣାଣୀ କମିଟି ସଭ୍ୟ ସୁରେନ୍ଦ୍ର କୁମାର ମିଶ୍ର, ରାଜ୍ୟସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ,  ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା,  ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ, ଅର୍ଜୁନ ଭତ୍ରା, ହଳଧର ଜାନୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ବନରକ୍ଷୀ  ଉମାଶଙ୍କର ମିଶ୍ର,  ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ , ଏସିଡିଓ, ଗ୍ରାମ ରୋଜଗାର ସେବିକା ସେବକ ମାନେ ଉପସ୍ଥିତ ଥିଲେ କିନ୍ତୁ ଜବକାର୍ଡଧରି ଶ୍ରମିକ ମାନେ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like