-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନବ ନିଯୁକ୍ତ ସଂସ୍କୃତ ଶିକ୍ଷକ ରାଜୁ ମେହେର ଙ୍କୁ ମାୟାବର୍ହା ହାଇସ୍କୁଲ ରେ ସ୍ବାଗତ ସମ୍ବର୍ଦ୍ଧନା

10-Feb-2025



ଏସ ରାମପୁର, ତା ୧୦/୨: 
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ବରେ ନୂତନ ଭାବରେ ଯୋଗଦେଇଥିବା ସଂସ୍କୃତ ଶିକ୍ଷକ ରାଜୁ ମେହେରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ସଭାରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଭକ୍ତ ଭୋଇ ମଞ୍ଚାସିନ ହୋଇ ବିଦ୍ୟାଳୟର ବହୁ ଦିନରୁ ଖାଲି ପଡ଼ିଥିବା ସଂସ୍କୃତ ଶିକ୍ଷକ ପଦବୀ ପୂରଣ ହୋଇଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ଖୁସି ବ୍ୟକ୍ତ କରିଥିଲେ ।  ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ କମିଟି ସଭାପତି ସତ୍ୟନାରାୟଣ ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବିଦ୍ୟାଳୟର ଉନ୍ନତି ପାଇଁ ଆବଶ୍ୟକୀୟ କାର୍ଯ୍ୟ ସମ୍ପାଦନ କରିବାକୁ ଆହ୍ବାନ ଦେଇଥିଲେ । ଶ୍ରୀ ରାଜୁ ମେହେର ଛାତ୍ର ଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ  ପ୍ରୟାସ କରିବାକୁ ମତବ୍ୟକ୍ତ କରିଥିଲେ।ସଭାର ପ୍ରାରମ୍ଭରେ ଜନନିକ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ । ଛାତ୍ରୀ ଜନନିକା ନାୟକ, ଲିପ୍ସା ଜୁଆଡି , ଅର୍ଚ୍ଚିତା ପ୍ରଧାନ ଓ ପୂଜାରାଣୀ ଦୀପ ନିଜସ୍ଵ ବକ୍ତବ୍ୟ ରଖିଥିଲେ ।

ଶେଷରେ ଶିକ୍ଷକ କିରଣ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯକ୍ରମରେ ସଞ୍ଜୀବ ପୂଜାରୀ, ଲିପି ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ ଖମାରୀ ଓ ସମୀର କଠାର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like