-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଅନ୍ୟାନ୍ୟ

ମଧ୍ୟାହ୍ନ ର ମୁଖ୍ୟ ଖବର ସଂକ୍ଷେପରେ, ତାରିଖ ୧୪/୦୧/୨୦୨୧, (ଗୁରୁବାର )

14-Jan-2021




1) ଭୁବନେଶ୍ୱର : ଆଜି ପବିତ୍ର ମକର ସଂକ୍ରାନ୍ତି। ଓଡ଼ିଶା ନୁହେଁ, ସାରା ଦେଶରେ ଉଦ୍ଦିପନାର ସହ ପାଳିତ ହେଉଛି ମକର ସଂକ୍ରାନ୍ତି।

2) ପୁରୀ : ଶ୍ରୀମନ୍ଦିରରେ ମଧ୍ୟ ମକର ସଂକ୍ରାନ୍ତିକୁ ବେଶ ଧୁମ୍‌ଧାମରେ ପାଳନ କରାଯାଏ। ଆଜିର ତିଥିରେ ଶ୍ରୀମନ୍ଦିରରେ ମକର ଚୌରାଅଶୀ ବେଶରେ ବିଭୂଷିତ ହୋଇଥାନ୍ତି ଶ୍ରୀଜିଉ।

3) କଳାହାଣ୍ଡି : କଳାହାଣ୍ଡି ଜୟପାଟଣା ବ୍ଲକ୍‌ ମଙ୍ଗଳପୁରରେ ଅପର ଇନ୍ଦ୍ରାବତୀ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସାଧାରଣ ସଭାରେ ଯୋଗଦେଇ ମେଗା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ କରୋନା ପରେ ପ୍ରଥମ ଥର ପାଇଁ ସାଧାରଣ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ଭିତରେ ଦୀର୍ଘ ୯ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିଛନ୍ତି।

4) କଳାହାଣ୍ଡି : ମୁଖ୍ୟମନ୍ତ୍ରୀ, ଦଳୀୟ ବିଧାୟକ ଓ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀଙ୍କ ପାଇଁ ନିର୍ମାଣ କରାଯାଇଛି ୩ଟି ଷ୍ଟେଜ୍ । କେବଳ RTPCR ଟେଷ୍ଟରେ ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତି ହିଁ ସଭା ସ୍ଥଳକୁ ଯାଇପାରିବେ ।  ହେଲେ  ସଭାସ୍ଥଳରେ ମୁଖ୍ୟମନ୍ତ୍ରୀଙ୍କ ଅଲଗା ବସିବା ନିମନ୍ତେ ହୋଇଥିବା ବ୍ୟବସ୍ଥାକୁ ତୀବ୍ର ନିନ୍ଦା କରିଛନ୍ତି ବିରୋଧୀ ଦଳ ନେବା ପ୍ରଦୀପ୍ତ ନାୟକ।

5)  କଟକ : ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍‌ସିବିରେ ପ୍ରକାଶଙ୍କ ପରଲୋକ ହୋଇଥିଲା।

6)  ଭୁବନେଶ୍ୱର : ରାଜ୍ୟରେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ନେଇ ଜାରି ହୋଇଛି ସତର୍କତା । ଘନ କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ ଜାରି ହୋଇଛି ଏହି ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

7)ଭୁବନେଶ୍ୱର : ରାଜ୍ୟରୁ ଆଜି ପୁଣି ବାହାରିଛନ୍ତି ନୂଆ କରୋନା ଆକ୍ରାନ୍ତ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୨ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ନୂଆ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି ।

8)  କାମାକ୍ଷାନଗର : ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ଓଲଟିଲା ବସ୍‌। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଆଳତୁମା ରାମିଆଳ ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯାତ୍ରୀ ଆହତ ହୋଇଛନ୍ତି।

9) ଭୁବନେଶ୍ୱର : ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜନ କରିଥିଲେ। ଏହାପର ଠାରୁ ମନ୍ଦିର ନିର୍ମାଣ ପାଇଁ ପ୍ରସ୍ତୁତି ଜୋରଦାର ଢଙ୍ଗରେ କରାଯାଉଛି। ଏହିକ୍ରମରେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଜାତୀୟ ମୁଖପାତ୍ର ବୈଜୟନ୍ତ ପଣ୍ଡା ମଧ୍ୟ ରାମ ମନ୍ଦିର ପାଇଁ ଆର୍ଥିକ ସହାୟତା କରିଛନ୍ତି।

10) ରାୟଗଡ଼ା : ବାଇକ ଚାଳକଙ୍କୁ ୧ ଲକ୍ଷ ୧୩ ହଜାରରୁ ଅଧିକ ଟଙ୍କାର ଫାଇନ୍‌ ଲଗାଇଲା ପରିବହନ ବିଭାଗ।
ବିନା ରେଜିଷ୍ଟ୍ରେସନରେ ବାହାର ରାଜ୍ୟରୁ ଗାଡ଼ି ଆଣି ରାୟଗଡ଼ାରେ ଟ୍ରାଫିକ୍ ନିୟମ ନ ମାନି ଚଳାଉଥିବା ଜଣେ ବାଇକ ଚାଳକକୁ ପରିବହନ ବିଭାଗର ଟ୍ରାଫିକ୍ ଇନସପେକ୍ଟର୍ ୧ ଲକ୍ଷ ୧୩ ହଜାର ୫ ଶହ ଟଙ୍କାର ଫାଇନ୍ କରିଛନ୍ତି। ଏହି ଚାଳକ ହେଲେ ମଧ୍ୟପ୍ରଦେଶ ଅମରପୁରର ପ୍ରକାଶ ବନଜରା। ପ୍ରକାଶ ବାଇକରେ ବୁଲି ଡ୍ରମ ବ୍ୟବସାୟ କରନ୍ତି।

11)  ସୁନ୍ଦରଗଡ଼ : ଦୁର୍ଘଟଣାର ଦିନକ ପରେ ବି ଉଠି ପାରୁନି ମୃତଦେହ। ଦୁଇଟି ମୃତଦେହକୁ ଅଟକ ରଖିଛନ୍ତି ଲୋକେ । ସୁନ୍ଦରଗଡ଼ ତଳସରାରେ ଏଭଳି କିଛି ଘଟଣା ଘଟିଛି । ଗତକାଲି ଦୁଇ ବାଇକ୍ ଆରୋହୀଙ୍କୁ ଏକ ବୁଲେରୋ ଧକ୍କା ଦେଇଥିଲା । ଫଳରେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା ।ଅଭିଯୁକ୍ତ ଡ୍ରାଇଭରକୁ ଗିରଫ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ଦାବି କରି ଅଡ଼ି ବସିଛନ୍ତି ଲୋକେ ।

12) ବିଶାଖାପଟନମ : ମକର ସଂକ୍ରାନ୍ତି ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଗଞ୍ଜା ଲଢ଼େଇ କୌଣସି ପ୍ରକାରର ହୋଇପାରିବ ନାହିଁ। ଏହା ଉପରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ସଂପୂର୍ଣ୍ଣ ଭାବେ ବ୍ୟାନ ଲଗାଇଛନ୍ତି। ଗୋଟିଏ ସୂତ୍ରରୁ ଜଣାପଡ଼ିଛି ଯେ ରାଜ୍ୟ ତମାମ ଏହି ଲଢ଼େଇ ପାଇଁ ବାଜିରେ ପ୍ରାୟ ୧୦୦ କୋଟି ଟଙ୍କା ଲାଗିଛି। ବିଭିନ୍ନ ବ୍ୟକ୍ତିମାନେ ଏହି ଟଙ୍କା ଜୁଆ ଖେଳ ଭଳି ଗଞ୍ଜା ଲଢ଼େଇ ଉପରେ ଲଗାଇଛନ୍ତି।

13) ମୁମ୍ୱାଇ : ୩୫ ବର୍ଷୀୟ ପ୍ରନ୍ସିପାଲଙ୍କୁ ଯୌନ ଶୋଷଣ ଏବଂ ଅସଦାଚରଣ କରୁଥିବା ଅଭିଯୋଗରେ ଦୁଇଜଣ ଯୁବକ ଗିରଫ । ପୀଡ଼ିତାଙ୍କ ଅଭିଯୋଗ ପରେ ମହାରାଷ୍ଟ୍ରର ୱାଡାଲା ପୋଲିସ୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୀଡ଼ିତାଙ୍କୁ ଫୋନ୍ କରି ଅଶ୍ଳୀଳ କଥାବାର୍ତ୍ତା କରିବା ସହ ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦୁଇ ଅଭିଯୁକ୍ତ।

14)  ମନୀଲା : ଗଣଦୁଷ୍କର୍ମ ପରେ ବିୟୁଟି କ୍ୱିନ୍‌ଙ୍କୁ ହତ୍ୟା। ଫିଲିପାଇନ୍ସରେ ଏହି ଅମାନବୀୟ କାଣ୍ଡ ଘଟିଛି। ଏହି ଘଟଣା ପରେ ପୁରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ନୂଆବର୍ଷ ପାର୍ଟି ସେଲିବ୍ରେସନ୍‌ ପରେ ହୋଟେଲ୍ ବାଥରୁମ୍‌ରୁ ବିୟୁଟି କ୍ୱିନ୍‌ କ୍ରିଷ୍ଟିନ୍‌ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

15)  ଲଣ୍ଡନ : କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ବିବାଦ ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି ବ୍ରିଟେନ ସରକାର। ପୂର୍ବଭଳି କଶ୍ମୀର ହେଉଛି ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଉଭୟ ଦେଶ ଆଲୋଚନା ଦ୍ୱାରା ଏହାର ସମାଧାନ କରିପ


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like