-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟର ବାର୍ଷିକୋତ୍ସବ ଉଡାନ୍ ଅନୁଷ୍ଠିତ

10-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ବରଗଡ଼ରେ ୧୦.୨.୨୫ରେ ବାର୍ଷିକୋତ୍ସବ "ଉଡ଼ାନ୍" ଅନୁଷ୍ଠିତ ହୋଇ ଯାଇଛି । ଅଧ୍ୟକ୍ଷା ଶ୍ରୀମତୀ ରଞ୍ଜିତା ନାୟକଙ୍କସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅଶ୍ଵିନୀ ଷଡ଼ଙ୍ଗୀ ଛାତ୍ରୀମାନଙ୍କୁ ଉଦବୋଧନ ଦେଇ କହିଲେ ଏହି ଅନୁଷ୍ଠାନର ସର୍ବାଙ୍ଗୀନ ବିକାଶ ତାଙ୍କର ପ୍ରଥମ ସ୍ବପ୍ନ । କିଛି ସମସ୍ୟା ତାଙ୍କ ଦୃଷ୍ଟିକୁ ଆଣିବାରୁ ମଞ୍ଚ ଉପରେ ହିଁ ତୁରନ୍ତ କାର୍ଯ୍ୟକାରୀ ହେବା ପାଇଁ ପଦକ୍ଷେପ ନେଇ ଥିଲେ । ଏତଦ୍ ସହ ଅଧ୍ୟକ୍ଷାଙ୍କୁ ପ୍ରତିଶ୍ରୁତି ଦେଇଥିଲେ ଶିକ୍ଷା ମନ୍ତ୍ରୀ ଠାରୁ ଆରମ୍ଭ କରି ଯାହାଠାରେ କିଛି ଗଠନ ମୂଳକ କାର୍ଯ୍ୟ ପାଇଁ ଆଲୋଚନା ଦରକାର ପଡେ ସେ ସକ୍ରିୟ ଭାବରେ ମାର୍ଗ ପ୍ରସ୍ତୁତ କରିବେ । ସମ୍ବଲପୁର ବିଶ୍ଵବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ବରିଷ୍ଠ ପ୍ରାଧ୍ୟାପକ ଡ ଗୋପୀନାଥ ବାଗ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଆଜିର ପିଢ଼ିଙ୍କ  ସମବେଦନା ଓ ଆବେଗ ଶୂନ୍ୟ ଜୀବନ ରେ ସରସତା ଭରିବା ପାଇଁ ଯଥାର୍ଥ ଶିକ୍ଷାର ଭୂମିକା ଉପରେ ଆଲୋକପାତ କରିଥିଲେ । ଏତଦ୍ ସହ ପୋଥିଗତ ବିଦ୍ୟାଠାରୁ ଉପସ୍ଥିତ ବୁଦ୍ଧି କେତେ ଆବଶ୍ୟକ ତାହା କହିଥିଲେ । ବାର୍ଷିକ ବିବରଣୀ ପଠନ କରି ଥିଲେ ସାଂସ୍କୃତିକ ସଂସଦର ଉପଦେଷ୍ଟା ଡ ପୁଷ୍ପାଞ୍ଜଳି ପ୍ରଧାନ । ଅଧ୍ୟକ୍ଷା ଶ୍ରୀମତୀ ନାୟକ ସଭାପତି ଅଭିଭାଷଣରେ ଅନୁଷ୍ଠାନର ସହ ଯୋଗିତା ଓ ସହଭାଗିତାକୁ ପ୍ରଶଂସା କରିଥିଲେ । ଏହି ଅବସରରେ ଅର୍ଥନୀତି ବିଭାଗର ଅଧ୍ୟାପିକା ସୁଶ୍ରୀ ସାଇଦା ବାନୋ ଡକ୍ଟରେଟ ଉପାଧି ହାସଲ କରି ଥିବାରୁ ଓ ମନସ୍ତତ୍ତ୍ୱ ବିଭାଗ ର ସୁଶ୍ରୀ ଶୋଭିନା ଭୋଇ ଓଏଏସ ପାଇ ଥିବାରୁ ସ୍ଵତନ୍ତ୍ର ସମ୍ବର୍ଦ୍ଧନା ଦିଆ ଯାଇଥିଲା । ବିଶିଷ୍ଟ ବୁଦ୍ଧିଜୀବୀ ଶ୍ରୀଯୁକ୍ତ ଅରୁଣ ମହାନ୍ତିଙ୍କ ଦ୍ଵାରା ପ୍ରାୟୋଜିତ" କିରଣମୟୀ ମହାପାତ୍ର ସ୍ମୃତି ସମ୍ମାନ" ପାଇଲେ ଚଳିତ ବର୍ଷ ର ବେଷ୍ଟ ଗ୍ରାଜୁଏଟ ଓଡ଼ିଆ ସମ୍ମାନ ର ବିନି ପ୍ରଧାନ ଓ ଗୃହ ବିଜ୍ଞାନ ସମ୍ମାନ ର ଅଲ୍ ରାଉଣ୍ଡର ଭାବରେ ସମ୍ମାନିତ ହେଲେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ଦୁଲାରି ପ୍ରଧାନ । ସାଂସ୍କୃତିକ ସଂସଦ ଦ୍ଵାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଙ୍କୁ ପୁରସ୍କୃତ କରା ଯାଇଥିଲା ।

ପୁରସ୍କାର ବିତରଣ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ ଅଧ୍ୟାପିକା ମୌସୁମୀ ଲିଜା ନାୟକ ଓ ଅନୁପମା ଚାନ୍ଦ ତଥା ସହଯୋଗ କରିଥିଲେ  ଡ ଚନ୍ଦ୍ରମଣି ଦେବତା ଓ ଅଧ୍ୟାପିକା ଚୁଳମୁକ୍ତା ପ୍ରଧାନ । ଛାତ୍ରୀ ସଂସଦ ଉପଦେଷ୍ଟା ଶ୍ରୀଯୁକ୍ତ ଧର୍ମରାଜ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ଡ ସଂଘମିତ୍ରା ମିଶ୍ର ପରିଚାଳନା କରିଥିଲେ । ଦ୍ଵିତୀୟ ଅଧିବେଶନରେ ନାଟ୍ୟ ଗୁରୁ ଶଙ୍କର ପଟ୍ଟନାୟକ ଓ ସଙ୍ଗୀତ ଗୁରୁ ସୁଶୀଳ ପ୍ରଧାନ ଙ୍କ ନିର୍ଦ୍ଦେଶନା ଓ ଡ ଲକ୍ଷ୍ମିବନ୍ତ ସାହୁ ଓ ନନ୍ଦିନୀ ନୀରଦ ପଣ୍ଡାଙ୍କ ସହଯୋଗରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଛାତ୍ରୀ ସପନା ସାହୁ । ଦୁଲାରୀ ପ୍ରଧାନ , ହର୍ଷିତା ପ୍ରଧାନ ଓ ସାଥୀ । ପୂର୍ବତନ ଅଧ୍ୟକ୍ଷ ଦଧିବାମନ ଦାଶ,ସନ୍ତୋଷ ପଣ୍ଡା ତଥା ଅନେକ ନିମନ୍ତ୍ରିତ ଅତିଥି ଯୋଗ ଦେଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like