-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଭାଲୁକୁ ନେଇ ଫରେଷ୍ଟର-ସାମ୍ବାଦିକ ହାତାହାତି ଉଭୟ ପକ୍ଷରୁ ଥାନାରେ ରୁଜ୍ଜୁ ହେଲା ମାମଲା

10-Feb-2025



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା)
ବଣଜଙ୍ଗଲର ଦ୍ରୁତ କ୍ଷୟ ଯୋଗୁଁ ବନ୍ୟଯନ୍ତୁ ଗାଁ ମୁହାଁ ହେଉଛନ୍ତି। ବନ୍ୟପ୍ରାଣୀଙ୍କ ଜୀବନ ବିପଦ ମଧ୍ୟରେ ରହୁଥିବାବେଳେ ଜନଜୀବନ ମଧ୍ୟ ପ୍ରଭାବିତ ହେଉଛି। କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଜଙ୍ଗଲି ଭାଲୁ ଆତଙ୍କ ଦେଖାଯାଇଛି। ସୋମବାର କାଉଡୋଲା ଗାଁକୁ ନିକଟସ୍ଥ  ଜଙ୍ଗଲରୁ ଏକ ଭାଲୁ ପଶି ଆସିଥିଲା। ଭାଲୁ ଗାଁରେ ପଶିଥିବାରୁ ଲୋକେ ଆତଙ୍କିତ ହୋଇ ଉଠିଥିଲେ। ଏହାକୁ ନେଇ ସାମ୍ବାଦିକ ତ୍ରିଲୋକ୍ୟ ବେଶ୍ରା ଆମପାଣି ଫରେଷ୍ଟ ସେକ୍ସନର ଫରେଷ୍ଟରଙ୍କୁ ଫୋନ୍ ଯୋଗେ ଜଣାଇଥିଲେ। ଅନେକ ସମୟ ଅତିବାହିତ ହେବାପରେ ମଧ୍ୟ ବନବିଭାଗର କର୍ମଚାରୀ ଭାଲୁ ପଶିଥିବା କାଉଡୋଲା ଗାଁକୁ ଆଶି ନଥିଲେ। ଏହାପରେ ସାମ୍ବାଦିକ ଶ୍ରୀବେଶ୍ରା କଳାହାଣ୍ଡି  ଡିଏଫ୍ ଓ ଙ୍କୁ ଫୋନ କରିଥିଲେ। ପରେ ଫରେଷ୍ଟର ଡେରିରେ ଆସିବାରୁ ସାମ୍ବାଦିକ ଶ୍ରୀବେଶ୍ରା ତାଙ୍କ ମତାମତ ନେବାକୁ ଚାହିଁଥିଲେ। ଫରେଷ୍ଟର ଚିତ୍ତରଞ୍ଜନ ବେହେରା  ଉକ୍ଷିତ୍ପ ହୋଇ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଯୁକ୍ତାଯୁକ୍ତି ହେବାସହ ତାଙ୍କ ମୋବାଇଲ ଛଡାଇ ନେବାକୁ ଚେଷ୍ଟା କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ ହାତାହାତି ମଧ୍ୟ ହୋଇଥିଲେ। ଏହି ଘଟଣାରେ ଉଭୟଙ୍କୁ ପକ୍ଷରୁ ଆମପାଣି ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡିଛି। ଏହି ଘଟଣାକୁ ନେଇ କଳାହାଣ୍ଡି ୟୁନିୟନ ଅଫ୍ ଜର୍ଣ୍ଣାଲିଷ୍ଟ& କୋକସରା ବ୍ଲକ ସଙ୍ଘ ପକ୍ଷରୁ ବନ ବିଭାଗ ଅଧିକାରୀଙ୍କ ଜଣେ ଖବର ସଂଗ୍ରହ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like