-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନିପୂଣ ଓଡିଶା ମେଳା କାର୍ଯ୍ୟକ୍ରମ

11-Feb-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ ସୋମବାର ଦିନ ବରୀ ଉର୍ଦୁ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ଏହି ମେଳା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରୀ ବ୍ଲକ ଅଧକ୍ଷ ଅଶୋକ କୁମାର ଗେଡ଼ି ଯୋଗ ଦେଇ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବରୀ ମଣ୍ଡଳ ଶିକ୍ଷା ଅଧିକାରୀ ଭିକାରୀ ଚରଣ କବି ସଭାପତିତ୍ୱ କରିଥିଲେ।ସମ୍ମାନିତ ଅତିଥି ଭାବେ ବରୀ ପଂଚାୟତର ସରପଂଚ ସୋନାଲି ସିଂହ ଯୋଗ ଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ହେଉଛନ୍ତୁ ଶିକ୍ଷା ର ମୂଳଦୁଆ. ସେମାନେ ଉଦ୍ୟମ କଲେ ଏହି ଅଂଚଳରୁ ଉତ୍ତମ ଶିକ୍ଷାଦାନ କରି ବହୁ ଛାତ୍ର ଛାତ୍ରୀ ବିଭିନ୍ନ ପଦ ପଦବୀରେ ଅବସ୍ଥାପିତ ହୋଇ ପାରିବେ ବୋଲି ମତ ରଖିଥିଲେ। ସମ୍ମାନିତ ଅତିଥି ଭାବେ ବି ଆର ସି /ଏ ବି ଇ ଓ ଜଳଧର ଖଟୁଆ, ଏ ବି ଓ ସୁରନ୍ଦ୍ର କୁମାର ସାହୁ, ସଂଯୁକ୍ତା ମିଶ୍ର, ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସ୍ଵଂୟପ୍ରଭା ଖୁଣ୍ଟିଆ ଯୋଗ ଦେଇଥିଲେ। ୧୩ଗୋଟି ସାଧନା ଜେନ୍ଦ୍ରରୁ ୩୦୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଛାତ୍ର ଛାତ୍ରୀଙ୍କ ମୌଳିକ ଓ ସଂଖ୍ୟା ଜ୍ଞାନ ସମ୍ପକିତ ୮୮ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମକୁ ସୁଚାର ରୂପେ ସମ୍ପାଦିତ କରିବା କ୍ଷେତ୍ରରେ ଆଞ୍ଚଳିକ ସାଧନା କେନ୍ଦ୍ରର ସଂଯୋଜକ ଜିତେନ୍ଦ୍ର ସାହୁ, ଚକ୍ରଧର ମୁଦୁଲି, ଅରୁଣ କୁମାର ଦାସ, ସୁଦର୍ଶନ ପାଢ଼ୀ, ଦେବବ୍ରତ ରାଉତ, ଅଜୟ କୁମାର ସାମଲ, ଅଭୟ କୁମାର ସେଠି, ଅଜୟ ମଲ୍ଲିକ, ପ୍ରତାପ ଚନ୍ଦ୍ର ସାହୁ ପ୍ରଶାନ୍ତ ତ୍ରିପାଠୀ, ନର୍ମଦା ପ୍ରଧାନ,ଅନୁପମା ଦ୍ବିବେଦୀ ଗାୟତ୍ରୀ ଦାସ, ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।ଏହି ମେଳାରେ ଅଂଶ ଗ୍ରହଣ କରିଥିବା ବିଦ୍ୟାଳୟ ର ଗାଇଡ଼ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରଂଶସା ପତ୍ର ସହ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେସିଆର ସିସି ଚକ୍ରଧର ମୁଦୁଲି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like