-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମା ବରାହୀ ଖଣ୍ଡୁଆଳ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

11-Feb-2025



ଡେଲାଙ୍ଗ,ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମ ପଞ୍ଚାୟତ  କଅଁଳପଡା ଗ୍ରାମର ଆରାଧ୍ୟ ଦେବୀ ମା' ବରାହୀ ଖଣ୍ଡୁଆଳଙ୍କ ପୀଠରେ ପଞ୍ଚଦଶ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ  ଅନୁଷ୍ଠିତ ହୋଇଯାଇଛି।କଅଁଳପଡା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ଏହି ଧାର୍ମିକ କାର୍ଯ୍ୟରେ ଶ୍ରଦ୍ଧାଳୁମାନେ ଯୋଗଦେଇ ମା'ଙ୍କୁ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ଭିକ୍ଷା କରିଥିଲେ।ଏଥିରେ ଅଭିମନ୍ୟୁ ସାହୁ ଓ ତାଙ୍କ ଧର୍ମପତ୍ନୀ ଲିଲି ସାହୁ ଯଥାକ୍ରମେ କର୍ତ୍ତା ଓ କର୍ତ୍ତୀ ଭାବେ ଦାୟିତ୍ୱ ନିର୍ବାହ

କରିଥିଲେ।ଗ୍ରାମର ୧୨ଜଣ ବ୍ରତୀ ସଙ୍କଳ୍ପ କରି ନିକଟସ୍ଥ ପଦନପଡା ପୁଷ୍କରିଣୀରୁ ଜଳଭରା କଳସ ଆଣି ଗ୍ରାମ ପରିକ୍ରମା କରିବା ପରେ ଯଥାବିଧି ଯଜ୍ଞ ମଣ୍ଡପରେ କଳସ ସ୍ଥାପନ କରିଥିଲେ।ପୁରୋଧା ଭାବେ ପଣ୍ଡିତ ମଦନ ମୋହନ ମିଶ୍ର, ପୂଜକ ଚନ୍ଦ୍ରମଣି ରଣା ଓ ସାଥିମାନେ ଯୋଗଦେଇ ଯଥାରୀତି ପୂଜା କାର୍ଯ୍ୟ ତୁଲାଇଥିଲେ।ଶୁକ୍ରବାର ଅଙ୍କୁରାରୋପଣ କାର୍ଯ୍ୟ

ସମ୍ପନ୍ନ ହେବା ପରେ ଶନିବାର ଜଳଯାତ୍ରା କଳସ  ସ୍ଥାପନ,ଯଜ୍ଞାଧିବାସ,ଶାଲାମଣ୍ଡନ,ସର୍ଵ ଦେବାଦେବୀ ଆବାହନ, ସୂର୍ଯ୍ୟପୂଜା, ଗୋପୂଜା,ରୁଦ୍ରାଭିଷେକ, ସପ୍ତଶତ ଚଣ୍ଡୀ ପାଠ,ମା"ଙ୍କ ଶୋଡ଼ଷ ଉପଚାର ପୂଜା,ଅଗ୍ନିସ୍ଥାପନ କାର୍ଯ୍ୟ ସମ୍ପାଦନ ହୋଇଥିଲା। ସୋମବାର ସନ୍ଧ୍ୟାରେ ଯଜ୍ଞର ପୂର୍ଣାହୂତି କାର୍ଯ୍ୟ ସମ୍ପନ୍ନ ହୋବା ସହ ସମସ୍ତଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା ହୋଇଥିଲା । ପ୍ରତିବର୍ଷ  ଖଣ୍ଡୁଆଳ ପୀଠରେ କଅଁଳପଡା ଗ୍ରାମବାସୀବୃନ୍ଦଙ୍କ ସହଯୋଗରେ ଏହି ବିଶ୍ଵଶାନ୍ତି ଯଜ୍ଞ ଅନୁଷ୍ଠିତ ହୋଇ ଆସୁଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like