-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପପଙ୍ଗା ପାହାଡଠାରେ ବରପଦର୍ ମଧ୍ୟ ଇଂରାଜୀ ବିଦ୍ୟାଳୟ୧୯୮୧ ବ୍ୟାଚ୍ ର ବନ୍ଧୁମିଳନ ଅନୁଷ୍ଠିତ

11-Feb-2025



ଭେଡେନ,ତା,୧୧/୨(ପ୍ରେରଣା ଖବର):
ବରଗଡ଼ ଜିଲ୍ଲା ଭେଡେନ ବ୍ଲକ୍ ଅନ୍ତର୍ଗତ ବରପଦର୍ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ୧୯୭୯-୧୯୮୧ ମସିହାରେ ସପ୍ତମ ଶ୍ରେଣୀ ପଢୁଥିବା ଛାତ୍ର ଛାତ୍ରୀମାନଙ୍କ ଏକ ବନ୍ଧୁମିଳନ ଐତିହାସିକ ପପଙ୍ଗା ପାହାଡ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜରା ସାହୁ ଉପସ୍ଥିତ ରହି ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହ ତାଙ୍କ ସମୟରେ ଘଟିଥିବା ଘଟଣା ଗୁଡ଼ିକର ସ୍ମୃତିଚାରଣ କରିଥିଲେ ।ସଭାର ପ୍ରାରମ୍ଭରେ ସ୍ବର୍ଗତ ଶିକ୍ଷକ ଗୋପୀନାଥ କରଣ ଏବଂ ଜଗବନ୍ଧୁ ଚିନ୍ଦ୍ରା ଓ ଛାତ୍ର ଉକିଳ ଛନ୍ଦଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ।ପରେପରେ  ସମସ୍ତ ଛାତ୍ରଛାତ୍ରୀ ପ୍ରଧାନ ଶିକ୍ଷକଙ୍କ ପଦଧୌତ କରି ଫୁଲ ଚନ୍ଦନ ଦେଇ ପୂଜାର୍ଚ୍ଚନା କରିଥିଲେ। ସଭାକୁ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିବା ବେଳେ ଦୁଃଖନାସନ ପଣ୍ଡା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସଭାପତି କୈଳାଶ ଚନ୍ଦ୍ର ଅଗ୍ରୱାଲ ମାନପତ୍ର ପାଠକରି ଥିବା ବେଳେ ଭଜମନ ଖୁଣ୍ଟିଆ ଧନ୍ୟବାଦ୍ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ଦିଲ୍ଲୀପ ନେଗି, ଗଙ୍ଗାଧର ମହାକୁର, ତ୍ରିନନ୍ଦ ପ୍ରଧାନ, ନରେନ୍ଦ୍ର ବାଗ , ସୀତା ମେଳି, ସୌଦାମିନୀ ପଣ୍ଡା, ରସ୍ମିରେଖା ପ୍ରଧାନ ସହିତ ୫୦ ଜଣ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like