-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଜିଲ୍ଲା

ନାମଯଜ୍ଞ ନିମନ୍ତେ କଳସ ଯାତ୍ରା ଓ ସ୍ଥାପନା

11-Feb-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା-ପୋଡ଼ାପଦରସ୍ଥିତ ବାବା କଳକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ମାଘ ପୂର୍ଣ୍ଣିମାରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଅଷ୍ଟପ୍ରହର ନାମଯଜ୍ଞ ନିମନ୍ତେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୋମବାର ବହୁ ମହିଳା ଶ୍ରଦ୍ଧାଳୁ ଓ ପୁରୁଷ ଶ୍ରଦ୍ଧାଳୁ ନିକଟସ୍ଥ ତେଲ ନଦୀର ସମଲେଶ୍ଵରୀ ଘାଟରୁ

ପୂଜାର୍ଚ୍ଚନା ପରେ ଜଳପୂର୍ଣ୍ଣ କଳସରେ ଘଣ୍ଟ, ଶଙ୍ଖ, ସଂକୀର୍ତ୍ତନ ଓ ହୁଳହୁଳି ଧ୍ବନିରେ ଗ୍ରାମ୍ୟ ପରିକ୍ରମା ପରେ ପୂଜା ମଣ୍ଡପରେ ସ୍ଥାପନ କରାଯାଇ ଅଧିବାସ କରାଯାଇଥିଲା। ପଣ୍ଡିତ ରାଧା ରମଣ ପାଣିଗ୍ରାହୀ ପୂଜା କାର୍ଯ୍ୟ କରିଥିବା ବେଳେ 

ଅନନ୍ତରାମ ମାଝୀ ଓ ପତ୍ନୀ ଶଙ୍ଖଜିନୀ ମାଝୀ କର୍ତ୍ତାକାର୍ଯ୍ୟ ତୁଲାଇଥିଲେ। ସେହିପରି ମନ୍ଦିର ପୂଜକ ନିତ୍ୟାନନ୍ଦ ସେନାପତି, ମନ୍ଦିର କମିଟୀ ସଭାପତି ପୁରନ୍ଦର ମହାକୁଡ଼, ସଂପାଦକ ଗଜେନ୍ଦ୍ର କହଁର,ସଦସ୍ୟ ଅଶୋକ ସାହୁ ,ମହେଶ୍ୱର ରଣା, ସୁଦାମ ପ୍ରଧାନ, ଜଗତ ରାମ ରଣା, ସଂକ୍ରାନ୍ତି କମିଟୀ ସଂପାଦକ ଶ୍ରୀପତି ମଲିକ, ଜିତେନ୍ଦ୍ର ନାଏକଙ୍କ ସହ ସମସ୍ତ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like