-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଡଃ ତାନଶ୍ରୀ ପାଣିଗ୍ରାହୀଙ୍କୁ ଆଚାର୍ଯ୍ୟା ଗାର୍ଗୀ ସମ୍ମାନ

11-Feb-2025



ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ଅନ୍ତର୍ଗତ ଭଗବାନପୁର ଗ୍ରାମରେ ବଣମଲ୍ଲୀ ସାହିତ୍ୟ ପରିଷଦର ସପ୍ତମ ବାର୍ଷିକ ଉତ୍ସବର ସାରସ୍ୱତ ସମାରୋହରେ ଆଲୋଚନା ଚକ୍ର ପୁସ୍ତକ ଉନ୍ମୋଚନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାଲିଆ ବାଲେଶ୍ୱରର ଆଚାର୍ଯ୍ୟା ତଥା ସୁସାହିତ୍ୟିକା ଡଃ ତାନଶ୍ରୀ ପାଣିଗ୍ରାହୀଙ୍କୁ ମାନପତ୍ର, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ସହ ବଣମଲ୍ଲୀ ଆଚାର୍ଯ୍ୟl ଗାର୍ଗୀ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା l
ନୀଳମଣି ମହାବିଦ୍ୟାଳୟର ଡଃ ତପନ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି 
ଭାବରେ କଥାକାର ସରୋଜିନୀ ରଥ, ଡଃ ମୁଖ୍ୟବକ୍ତା ଡଃ କାଳୀପଦ ପଣ୍ଡା, ସମ୍ମାନିତ ଅତିଥି ଉଦଳା ଏନ. ଏସର ଅଧ୍ୟକ୍ଷା ପ୍ରମିଳା ପଣ୍ଡା, ସମୀକ୍ଷକ ଡଃ ପ୍ରଦୀପ୍ତ କୁମାର ମିଶ୍ର ଅନୁଷ୍ଠାନର ମୁଖ୍ୟ ପ୍ରଭାତ ଆଚାର୍ଯ୍ୟ, ମୁଖ୍ୟ ଉପଦେଷ୍ଟା ସର୍ବେଶ୍ୱର ଜେନା ପ୍ରମୁଖ ଯୋଗଦାନ ଦେଇଥିଲେ l କଵି ମଧୁସୂଦନ ମିଶ୍ର ଓ ଡଃ ତାନଶ୍ରୀ ପାଣିଗ୍ରାହୀଙ୍କ ବଳିଷ୍ଠ ସଂଯୋଜନାରେ ଆୟୋଜିତ କବିତା ପାଠରେ ବିଭିନ୍ନ ଜିଲ୍ଲାରୁ ଶତାଧିକ କବି ଓ କବୟିତ୍ରୀ କବିତା ପାଠ କରିଥିଲେ l

(ଅତାବିରାରୁ ଆକାଶ ମିଶ୍ରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like