-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଲୋଇସିଂହ ମହାବିଦ୍ୟାଳୟ ଠାରେ, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ବଲାଙ୍ଗିର ଅନୁକୂଲ୍ୟରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

11-Feb-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହ ମହାବିଦ୍ୟାଳୟ ଠାରେ, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ବଲାଙ୍ଗିର ଅନୁକୂଲ୍ୟରେ ବ୍ଲକ ସ୍ଥରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜତିନ୍ଦ୍ର କୁମାର ପଟେଲ ମୁଖ୍ୟ ଅତିଥି ଭାବରେ ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟନନ୍ଦ ସେଠୀ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ I ଅତତ ବ୍ୟତୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ସାହୁ, ମୁଖ୍ୟବ୍ୟକ୍ତI ଭାବେ ଦିଲୀପ କୁମାର ବେହେରା, ଆଇନ ପରାମର୍ଶଦାତା ଶ୍ରୀଯୁକ୍ତ  ପ୍ରଶାନ୍ତ କୁମାର ବେହେରା ଏବଂ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଶ୍ରୀମତୀ ସୁଷମା ମହାପାତ୍ର ମଞ୍ଚାସିନ ଅତିଥି ଭାବରେ ଯୋଗଦାନ କରିଥିଲେ I ଏହି କାର୍ଯ୍ୟକ୍ରମରେ ନାରୀ ନିର୍ଯାତନା ଓ ତାର ନିରାକରଣ ଉପରେ ମୁଖ୍ୟ ଗୁରୁତ୍ଵ ଆରୋପ କରାଯାଇଥିଲା I ଏହା ଛଡା ପୂର୍ବ ଗର୍ଭ ଧାରଣ ଏବଂ ଗର୍ଭବସ୍ତାରେ ଲିଙ୍ଗ ନିରୂପଣ ନିଷେଧ ଆଇନ, ବାଲ୍ୟ ବିବାହ ଆଇନ, ଯୌତୁକ ପ୍ରଥା ଆଇନ ତଥା ଶିଶୁ ମାନଙ୍କର ଯୌନ ନିର୍ଯାତନା ଆଇନ ବିଷୟରେ ବିସେଦ ଭାବରେ ଆଲୋଚନା କରାଯାଇଥିଲା I ଏହା ପରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଅଗଲପୁର ଶ୍ରୀମତୀ ଶୁଭଶ୍ରୀ ମିଶ୍ର,  ମହାବିଦ୍ୟାଳୟର ଛାତ୍ରୀ ମାନଙ୍କ ସହିତ ପ୍ରଶ୍ନଉତ୍ତର ପର୍ଜୟ କରିଥିଲେ I ସର୍ବଶେଷରେ ସୁରକ୍ଷା ଅଧିକାରିଣୀ ଶ୍ରୀମତୀ ସୁଜାତା ଦୋରା ଧନ୍ୟବାଦ ଅର୍ପଣ କରିଥିଲେ I ଏହି ସଭାକୁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଦେଓଗାଁ ଶ୍ରୀମତୀ ମିନତି କୁମାରୀ ମିଶ୍ର ପରିଚାଳନା କରିଥିଲେ I ଏହି କାର୍ଯ୍ୟକ୍ରମରେ ଲୋଇସିଂହ ମହାବିଦ୍ୟାଳୟ ଅଧ୍ୟାପକ ଅଧ୍ୟାପିକା ବୃନ୍ଦ ତଥା ଶତାଧିକ ଛାତ୍ରଛାତ୍ରୀ ମାନେ, ଜିଲ୍ଲା ମମତା କାର୍ଯ୍ୟକ୍ରମ ସଂଯୋଜିକା ସୁଶୀ ଶିବାନୀ ଠାକୁର, ଜିଲ୍ଲା ପରାମର୍ଶଦାତା ଶ୍ରୀମତୀ ସଂଧ୍ୟା ରାଣୀ ପତି,  ସମନ୍ୱୟ ଶିଶୁ ବିକାଶ ବିଭାଗ ଲୋଇସିଂହ କର୍ମକର୍ତା, ଅଙ୍ଗନବାଡି କର୍ମୀ , ସଖି ସେଣ୍ଟର କର୍ମକର୍ତ୍ତା ବଲାଙ୍ଗିର, ସ୍ଵଧାର କର୍ମକର୍ତ୍ତା  ବଲାଙ୍ଗିର, ସଦସ୍ୟ ପଞ୍ଚାୟତିରାଜ, ବି.ଏଲ.ଏଫ ସଦସ୍ୟ ତଥା ପ୍ରିଣ୍ଟ ଏବଂ ଇଲେକ୍ଟ୍ରୋନିକ ମିଡ଼ିଆ ସଭାରେ ଉପରସ୍ଥିତ ରହି ସଭାକୁ ପୂର୍ଣ୍ଣ ସାଫଲ୍ୟ ମଣ୍ଡିତ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like