-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||     

HOME   ଜିଲ୍ଲା

ରାମ ନବମୀ ରେ ଭତରା ମଁI ରାମଚଣ୍ଡୀ ମନ୍ଦିର ର ପ୍ରତିଷ୍ଠା ମହୋତ୍ସବ I

11-Feb-2025




ସମ୍ବଲପୁର.(ସଂଜୀବ ପାଣିଗ୍ରାହୀ) : ଆସନ୍ତା ଏପ୍ରିଲ ମାସ ୬ ତାରିଖ ପବିତ୍ର ରାମ ନବମୀ ତିଥିରେ ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଭତରା ଶଙ୍କର ମଠ ମନ୍ଦିର ପରିସରରେ ଥିବା ନବନିର୍ମିତ ଶ୍ରୀ ଶ୍ରୀ ରଣେଶ୍ୱର ମାଁ ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହେବ I ଏହି ଅବସରରେ ଶଙ୍କର ମଠ ପରିଚାଳନା କମିଟି ସଭାପତି ଜଗନ୍ନାଥ ବାରିକ ଙ୍କ ସଭାପତିତ୍ୱ ରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା I ପ୍ରତିଷ୍ଠା ମହୋତ୍ସବ ଦିନ ଭତରା କୁଳତା ସମାଜ ପକ୍ଷରୁ ଗରିବ ପୁଅ ଝିଅ ଙ୍କ ନିଃଶୁଳ୍କ ବିବାହ କରାଯିବ ପାଇଁ ସ୍ଥିରୀକୃତ ହୋଇଛି I ଏଥି ପାଇଁ ସେମାନେ ଶଙ୍କର ମଠ କମିଟି କର୍ମକର୍ତ୍ତା ଙ୍କୁ ଯୋଗାଯୋଗ କରାଯିବାକୁ ଅନୁରୋଧ କରାଯାଇଛି I ଏହି ବୈଠକ ରେ ଡ଼ଃ ରବୀନ୍ଦ୍ର ପ୍ରଧାନ, କୁଲତା ସମାଜ ସମ୍ବଲପୁର ର ସଭାପତି କୃପାସିନ୍ଧୁ ଖମାରୀ, ଶ୍ରଦ୍ଧାକର ପାତ୍ର, ଦୀନେଶ ଖମାରୀ, ନିର୍ମଳ କୁମାର ବାରିକ, ବଂଶୀଧର ଖଟେଇ, ଗୋପାଳ ପଧାନ, କୋଦଣ୍ଡ ପଧାନ, ଧଜ ସାହୁ, ରବିନ ପଧାନ ପ୍ରମୁଖ ଉପସ୍ଥିତ ଥିଲେ I ଅଧିକ ସୂଚନା ପାଇଁ ମୋବାଇଲ ନମ୍ବର ୯୩୪୮୦୨୬୯୦୯(ଗୋପାଳ ପଧାନ) ଏବଂ ମୋବାଇଲ ନମ୍ବର 
୭୯୭୮୪୪୬୬୯୪ (ଯତୀନ ପଧାନ) ଙ୍କୁ ଯୋଗାଯୋଗ କରିବାକୁ ପରିଚାଳନା କମିଟି ର ସଭାପତି ଶ୍ରୀ ବାରିକ ଜଣାଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026

You Might Also Like