-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଭକ୍ତ ଚରଣ ଦାସ ନୂଆ ପିସିସି ସଭାପତି; ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଭକ୍ତ ଚରଣ ଦାସ ହୋଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନୂଆ ସଭାପତି। ଏ ସମ୍ପର୍କରେ ଏଆଇସିସି ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

11-Feb-2025



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ। ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଚରଣ ଦାସ ହୋଇଛନ୍ତି ନୂଆ ପିସିସି ସଭାପତି। ତାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିଯୁକ୍ତ କରାଯାଇଥିବା ନେଇ ଆଜି ଏଆଇସିସି ପକ୍ଷରୁ ଦିଆଯାଇଛି ସୂଚନା। କଂଗ୍ରେସ ସଭାପତିଙ୍କ ମଲ୍ଲିକାର୍ଜୁନ ଖଡଗେ ତାଙ୍କୁ ଏହି ନିଯୁକ୍ତି ଦେଇ ଛନ୍ତି। ସାଧାରଣ ନିର୍ବାଚନ ପରେ ଶରତ ପଟ୍ଟନାୟକ ପିସିସି ସଭାପତି ପଦରୁ ଇସ୍ତଫା ଦେବା ପରେ ଏହି ପଦ ଖାଲି ପଡ଼ିଥିଲା। ଭକ୍ତ ଚରଣ ଦାସ ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତା। ସେ ଜଣେ ଛାତ୍ର ନେତା ଭାବେ ଜୟପ୍ରକାଶ ନାରାୟଣଙ୍କ ଆନ୍ଦୋଳନରେ ସାମିଲ ହୋଇଥିଲେ। ପରେ ସେ ରାଜନୀତିରେ ଯୋଗଦେଇଥିଲେ। 

ପରିବେଶ ସୁରକ୍ଷା ଓ ଚାଷୀଙ୍କ ସମସ୍ୟା ନେଇ କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ବଡ଼ ଧରଣର ଆନ୍ଦୋଳନ କରିଥିଲେ ଭକ୍ତ ଚରଣ ଦାସ। ମାତ୍ର ୩୦ ବର୍ଷ ବୟସରେ ୧୯୮୯ ମସିହାରେ ସେ ଜନତା ପାର୍ଟି ଟିକଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଚନ୍ଦ୍ରଶେଖରଙ୍କ ପ୍ରଧାନମନ୍ତ୍ରୀତ୍ୱ ସମୟରେ ସେ କେନ୍ଦ୍ର ରେଳ ମନ୍ତ୍ରୀ ହୋଇଥିଲେ। ପରବର୍ତ୍ତୀ ସମୟରେ ଭକ୍ତ ଚରଣ ଦାସ କଂଗ୍ରେସରେ ଯୋଗଦେଇଥିଲେ।

୬୭ ବର୍ଷୀୟ ଶ୍ରୀ ଦାସଙ୍କୁ ଗତ ସାଧାରଣ ନିର୍ବାଚନବେଳେ ଓଡ଼ିଶା ପ୍ରଦେଶ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ୨୦୨୪ ମାର୍ଚ୍ଚରେ ଦାୟିତ୍ୱ ମିଳିଥିଲା। ଅବଶ୍ୟ ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ପାଇଁ ସେ ନୈତିକତା ଦୃଷ୍ଟିରୁ ଜୁନ୍ ୧୦ ତାରିଖରେ ଇସ୍ତଫା ଦେଇଥିଲେ । ଶ୍ରୀ ଦାସଙ୍କ ନାଁ ଦୀର୍ଘଦିନ ଧରି ପିସିସି ସଭାପତି ଦୌଡ଼ରେ ଆଗରେ ରହିଥିଲା । ଶ୍ରୀ ଦାସ ଚଳିତ ନିର୍ବାଚନରେ ନର୍ଲା ଆସନରୁ ଛିଡ଼ା ହୋଇ ପରାଜିତ ହୋଇଥିଲେ ମଧ୍ୟ ତାଙ୍କ ପୁଅଙ୍କୁ ନିଜର ପାରମ୍ପରିକ ଭବାନୀପାଟଣା ଆସନରୁ ବିଜୟୀ କରି ବିଧାନସଭାକୁ ପଠାଇବାରେ ସକ୍ଷମ ହୋଇଛନ୍ତି ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଦାସ ଏଆଇସିସି ସାଧାରଣ ସମ୍ପାଦକ ଓ ବିହାର,ମଣିପୁର ଓ ମିଜୋରାମର କଂଗ୍ରେସ ପ୍ରଭାରୀ ଭାବେ କାର୍ଯ୍ୟ କରିସାରିଛନ୍ତି । ଶ୍ରୀ ଦାସ କଂଗ୍ରେସ କାର୍ଯ୍ୟକାରୀ କମିଟିର ସଦସ୍ୟ ମଧ୍ୟ


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like