-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଦ୍ଵିତୀୟ ଦିବସରେ ମୟୁରଭଞ୍ଜ ସ୍ପୋର୍ଟ ହଷ୍ଟେଲ କୁ ହରାଇ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ସେମିରେ

11-Feb-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର  ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ଦ୍ଵିତୀୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି l 

ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥିଭାବରେ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ, ସମ୍ମାନିତ ଅତିଥିଭାବରେ ବରିଷ୍ଠ ଆଇନ ଜୀବି ତଥା କୋଶଲବାଦୀ ନେତା ପ୍ରମୋଦ କୁମାର ମିଶ୍ର,ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ରମେଶ ଚନ୍ଦ୍ର ସାହୁ, ଯୁବ ସଂଗଠକ ଚିତ୍ତ ରଞ୍ଜନ ରାଉଳଙ୍କ ସମେତ ସମ୍ପାଦକ ଜଗନ୍ନାଥ ମିଶ୍ର ଓ ରଞ୍ଜିତ ବେହେରା ମଞ୍ଚାସିନ ଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନରେ କର୍ମକର୍ତା ଉପଢୌକଣ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର ଓ ମଧୁ ଵନଛୋର ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ଦ୍ଵିତୀୟ ଦିନରରେ ପ୍ରସିଦ୍ଧ ଫୁଟବଲ ଖେଳାଳି ଟିଟିଲାଗଡ଼ର ସଦାନନ୍ଦ ନାଏକ ଓ ଖଲିଲ ଉର ରେହେମାନଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇଥିବା ବେଳେ ଦେବାଶିଷ ବାଗ, ନର୍ସିଙ୍ଗ ସ୍ୱାମୀ ନାଇଡ଼ୁ, ସୁଶାନ୍ତ ନାଗ, ସଞ୍ଜୟ କୁଦାଇ, ରାଜକୁମାର ପାଣିଗ୍ରାହୀ ଖେଳକୁ ପରିଚଳନା କରିଥିଲେ l ଆଜି ଦୋସ୍ତିବ୍ରଦର୍ସ  ସୁନ୍ଦରଗଡ଼ ଓ ସ୍ପୋର୍ଟ ହଷ୍ଟେଲ ମୟୁରଭଞ୍ଜ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ପ୍ରଥମାର୍ଦ୍ଧରେ ଦୋସ୍ତି ବ୍ରଦର୍ସ ତିନିଗୋଟି ଗୋଲରେ ଆଗରେ ରହିଥିଲା l ଦ୍ବିୟାଦ୍ଧରେ ସ୍ପୋର୍ଟ ହଷ୍ଟେଲ ମୟୁରଭଞ୍ଜ ଦଳ ଦୋସ୍ତି ବ୍ରଦର୍ସ ଦଳକୁ ଦୁଇ ଗୋଲ ଦେଇ ପରିଶୋଧ କରିଥିଲେ l ଖେଳ ପରିଶେଷରେ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ଦଳ ତିନି ଦୁଇ ଗୋଲରେ ବିଜୟୀ ହୋଇଥିଲା l ଆଜିକାର ଜଣେ ଭାଗ୍ୟସାଳି ଦର୍ଶକ ଭୀମ ସୁନା  ଲଟେରୀ କୂପନ ଦ୍ୱାରା ଏକ ମୋବାଇଲ ପୁରସ୍କାର ପାଇଥିଲେ l ଵେଷ୍ଟ ଭଲଣ୍ଟୀୟର ଧର୍ମେନ୍ଦ୍ର କୁମ୍ଭାର ଓ ରବୀନ୍ଦ୍ର କର୍ମୀଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା l
ପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା,ମନୋଜ ଦୀପ, ପ୍ରଦୀପ ସିଂହ, କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରମା ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, ପ୍ରଦୀପ ସାହୁ,ସନତ ତ୍ରିପାଠୀ, ମଣ୍ଟୁ ମିଶ୍ର, ପିଣ୍ଟୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତା କାଲି ବୁଧବାର ପ୍ରଥମ ସେମିଫାଇନାଲରେ କଦଳିପାଲି ବରଗଡ଼ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ମଧ୍ୟରେ ଖେଳ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026

You Might Also Like