-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
14-Jan-2021
(ପ୍ରେରଣା ଖବର) :ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡ଼ି.ପ୍ରକାଶ ରାଓ ଆଉ ନାହାନ୍ତି । କାଳିଆ ବୋଦାଠାରେ ସମ୍ମାନର ସହିତ ତାଙ୍କର ଶେଷକୃତ ସମ୍ପର୍ଣ୍ଣ ହୋଇଛି । ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କର ଦେହନ୍ତରେ ଜିଲ୍ଳା ପ୍ରଶାସନ ତରଫରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଜିଲ୍ଳାପାଳ ଶ୍ରୀ ଭବାନୀ ଶଙ୍କର ଚୟନୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଖଣ୍ଡାୟତରାୟ ଙ୍କ ସମେତ ପ୍ରଶାସନିକ ଅଧିକାରୀ ଗଣ ଓ ପୁର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।