-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

ବୀର ଜନାର୍ଦ୍ଦନ ସିଂ ମାର୍ଗ ନିର୍ମାଣ ନିମନ୍ତେ ଶିଳାନ୍ୟାସ

11-Feb-2025



ଅତାବିରା(ଆକାଶ ମିଶ୍ର): ଜାତୀୟ ରାଜପଥ (୫୩) ର ଅତାବିରା ଟେଲିକମ୍ ଅଫିସ ଛକରୁ ପାହାଡ଼ଶ୍ରୀଗିଡାକୁ ଯାଇଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ବୀର ଜନାର୍ଦ୍ଦନ ସିଂ ମାର୍ଗ ନାମରେ ନାମିତ କରାଯାଇଛି।ଏହା ସହିତ ରାସ୍ତାର ମୁଖ୍ୟ ଦ୍ଵାର ଅତାବିରାରେ ବୀର ଜନାର୍ଦ୍ଦନ ସିଂ ମାର୍ଗ ତୋରଣ ନିର୍ମାଣ କରିବା ପାଇଁ ଅତାବିରା ନିର୍ବାଚନ ମଣ୍ଡଳୀ ବିଧାୟକ ନିହାର ରଞ୍ଜନ ମହାନନ୍ଦ ଶୁଭ ଶିଳାନ୍ୟାସ କରିଛନ୍ତି।ଏହି ଅବସରରେ ପାହାଡ଼ଶ୍ରୀଗିଡା ବୀର ଭୂମି ଜମିଦାରଙ୍କ ବାସ ଭବନରୁ ମଶାଲ ଶୋଭାଯାତ୍ରାର ଆୟୋଜନ କରଯାଇ ଜନାର୍ଦ୍ଦନ ସିଂଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ବିଡିଓ ରିପୁନାଥ ସୁନା ଓ ଥାନା ଅଧିକାରୀ ସୁକୁମାର ତ୍ରିପାଠୀଙ୍କ ପରିଚାଳନାରେ ଟୋପ,ସିଂହପାଲି, ଖଲିଆପାଲି,ଭାଲୁପାଲି ଗ୍ରାମ ଦେଇ ତହସିଲ ଅଫିସ ଛକରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ସ୍ଥାନକୁ ପହଞ୍ଚି ଥିଲେ।ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶିଳାନ୍ୟାସ ସ୍ଥାନରେ ପହଞ୍ଚି ଥିଲେ। ସ୍ଥାନୀୟ ଜନସାଧାରଣ ଓ ବିଜେପି ନେତା କର୍ମୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like