-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ଛାତ୍ର ଛାତ୍ରୀ ମାନେ ଦାୟିତ୍ଵ ସମ୍ପନ୍ନ ହେଲେ ସମାଜ ଓ ଦେଶର ବିକାଶ ହେବ

11-Feb-2025



ଅତାବିରା(ଆକାଶ ମିଶ୍ର):  ଅତାବିରା କଲେଜର ୪୪ ତମ ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦୁଝର କଲେଜର  ଅବସରପ୍ରାପ୍ତ ପ୍ରଫେସର ନରେନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶୃଙ୍ଖଳା ଜ୍ଞାନର ବିକାଶ ତଥା  ସମାଜ ତଥା ଦେଶ ଗଠନରେ ତାଙ୍କର ଭୂମିକା  ଉପରେ ଆଲୋକପାତ କରି କହିଥିଲେ ସାମ୍ପ୍ରତିକ  ସ୍ଥିତିରେ ଛାତ୍ରଛାତ୍ରୀ ମାନେ ନିଜର  ଦାୟିତ୍ଵ ପ୍ରତି ଅଧିକ  ଯତ୍ନବାନ ହେବାର ଆବଶ୍ୟକତା ରହିଛି । ଅତାବିରା ମହା ବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନଙ୍କ  ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ସ୍ଥାନୀୟ ବିଧାୟକ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଗଠନ ପାଇଁ ଉପଯୁକ୍ତ ମାର୍ଗ ଦର୍ଶନ କରିବା ସହ ସହିଦ ଜନାର୍ଦ୍ଦନ ସିଂ ଙ୍କ ଉପରେ ଉଚିତ୍ ଗବେଷଣା ହେବା ଆବଶ୍ୟକ ବୋଲି କହିଥିଲେ।ଏହା ବ୍ୟତୀତ  ଯୁକ୍ତ ତିନି କଳା ଓ ବିଜ୍ଞାନ ପାଇଁ ନୂତନ କୋଠଘର ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୩କୋଟି  ୮୨ଲକ୍ଷ ଟଙ୍କା ମଞ୍ଜୁରୀ ହୋଇଛି ବୋଲି  ଘୋଷଣା କରିଥିଲେ । ଅନୁଷ୍ଠାନର ସର୍ବାଙ୍ଗୀନ ବିକାଶ ପାଇଁ ଯାହା କିଛି ଆବଶ୍ୟକ ତାହା ପୁରଣ କରିବା ଦିଗରେ ବିହୀତ ପଦକ୍ଷେପ ନେବେ ବୋଲି ଶ୍ରୀ ମହାନନ୍ଦ ନିଜ ବକ୍ତବ୍ୟରେ  କହିଥିଲେ। ଅଧ୍ୟାପକ ପରମାନନ୍ଦ ରଥ  ମଞ୍ଚ ପରିଚାଳନା କରିଥିଲେ । ଏହି ଉତ୍ସବ ପାଳନ ଅବସରରେ ମହା ବିଦ୍ୟାଳୟର +୨ ଓ +୩ କଳା ଓ ବିଜ୍ଞାନର ଛାତ୍ରଛାତ୍ରୀ ମାନେ ବିଭିନ୍ନ କ୍ଷେତ୍ରରେ  ପାରଦର୍ଶିତା ହାସଲ କରିଥିବା ଯୋଗୁଁ ୨୫୦ ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା। ଅଧ୍ୟାପକ ସୂର୍ଯ୍ୟନାରାୟଣ ବିଶ୍ଵାଳ ଧନ୍ୟବାଦ୍ ଅର୍ପଣ କରିଥିଲେ । ବାର୍ଷିକ ଉତ୍ସବର ଦ୍ଵିତୀୟ ପର୍ଯ୍ୟାୟର ଅଧ୍ୟକ୍ଷ ଶ୍ରୀ ପ୍ରଧାନ ଓ ଅଧ୍ୟାପିକା ରିଙ୍କି ପ୍ରଧାନଙ୍କ ନିର୍ଦ୍ଦେଶନାରେ" ସ୍କୁଲ୍  ଚଲେ ହମ୍ " ଉପରେ ଲଘୁ ନାଟିକା , "ସେଭ୍ ଗାର୍ଲ୍ ଚାଇଲ୍ଡ " ସଚେତନଧର୍ମୀ କ୍ଷୁଦ୍ର ନାଟକ ପରିବେଷିତ ହୋଇଥିଲା ଯାହା  ସମସ୍ତଙ୍କ ମନକୁ ବେଶ୍ ପ୍ରଭାବିତ କରିଥିଲା । ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭିନ୍ନ ଭାଷା ଓ ସମ୍ପ୍ରଦାୟର  ୪୦ ଗୋଟି ନୃତ୍ୟ ପରିବେଷିତ ହୋଇଥିଲା । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏହାକୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like