-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

ପୂର୍ବ ଜିଲ୍ଲା ପଞ୍ଚାୟତ ଅଧିକାରୀ କଦମ ସାଏ ପାତ୍ରଙ୍କ ବିୟୋଗ

11-Feb-2025



ବଲାଙ୍ଗୀର/ଭୁବନେଶ୍ବର (ପ୍ରେରଣା ଖବର): ଗତ ଫେବୃୟାରୀ ୧୦ ତାରିଖ ରାତି ୧୧ଘ.୩୬ ମିନିଟ ସମୟରେ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲ ଠାରେ କଦମ ସାଏ ପାତ୍ର(୬୭)ଙ୍କ ହୃଦ୍ଘାତରେ ମୃତ୍ୟୁ ଘଟିଛି |ପାଖରେ ସ୍ତ୍ରୀ,ଦୁଇ ପୁଅ, ତିନି ଭଉଣୀ ଓ ଜ୍ବାଇଁ ଉପସ୍ଥିତ ଥିଲେ | କଳାହାଣ୍ଡି ଜିଲ୍ଲାର, ମ.ରାମପୁର ବ୍ଲକ କୁଟ୍ରୁପଲା ଗାଁରେ ୦୫/୦୨/୧୯୫୮ରେ ମାତା ସାଏଁତ ପାତ୍ର ଓ ପିତା ଯୁଦ୍ଧ ପାତ୍ରଙ୍କ କୋଳମଣ୍ଡନ କରିଥିଲେ | ଏକ ଉପାନ୍ତ ଓ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଜନ୍ମି ନିଜ ନିଷ୍ଠା ଓ ଅଧ୍ୟବସାୟ ବଳରେ ସେ ଜଣେ ସ୍ନାତକ ଡିଗ୍ରୀଧାରୀ ହୋଇ ପାରିଥିଲେ | ତତ୍କାଳୀନ ସମୟରେ ଦୁର୍ଗାମାଧବ ହାଇସ୍କୁଲ, ଭବାନୀପାଟଣା ମହାବିଦ୍ୟାଳୟ ଓ ସରକାରୀ ମହାବିଦ୍ୟାଳୟ ଫୁଲବାଣୀରେ ଅଧ୍ୟୟନ କରିଥିଲେ |ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ବ୍ଲକ୍ ପଞ୍ଚାୟତ ଅଧିକାରୀରୁ ପଦୋନ୍ନତି ପାଇ ଜିଲ୍ଲା ପଞ୍ଚାୟତ ଅଧିକାରୀ ଭାବେ ବିଭିନ୍ନ ଜିଲ୍ଲାରେ ନିଜର କର୍ମମୟ ଜୀବନ ନିର୍ବାହ କରିଥିଲେ |ସରଳ, ଅମୟିକ ଓ ବନ୍ଧୁବତ୍ସଲ ଗୁଣ ଯୋଗୁଁ ସେ ସବୁଠାରେ ଆଦୃତ ହୋଇପାରିଥିଲେ | ସାତ ବର୍ଷ ପୂର୍ବରୁ ସେବାନିବୃତ୍ତ ହୋଇ ସେ ନିଜର ପୈତୃକ ଗାଁରେ ରହି କୃଷିକାର୍ଯ୍ୟ କରି ଜୀବନ  ଅତିବାହିତ କରୁଥିଲେ | ଧବଳେଶ୍ଵର ଡିଗ୍ରୀ ମହାବିଦ୍ୟାଳୟ, ମୋହନଗିରୀ ପାଇଁ ସେ ୨ ଏକର ୨୧ ଡିସିମିଲ ଜମି ଦାନ କରିଛନ୍ତି |ବିଭିନ୍ନ ସାମାଜିକ ଅନୁଷ୍ଠାନ ସହ ସେ ଜଡ଼ିତ ଥିଲେ |ଗ୍ରାମର ନିଜ ପୈତୃକ ଜମିରେ ଶେଷକୃତ୍ୟ ସଂପନ୍ନ ହୋଇଥିଲା | ବଡ଼ ପୁଅ ସୂର୍ଯ୍ୟମଣି ପାତ୍ର ମୁଖଗ୍ନି ଦେଇଥିବାବେଳେ ସାନ ପୁଅ ଇନ୍ଦ୍ରମଣି ପାତ୍ର,ପୂର୍ବ ମନ୍ତ୍ରୀ ତଥା ବିଧାୟକ ଭୂପିନ୍ଦର ସିଂ, ମୋହନଗୀରି ସରପଞ୍ଚ ସୁରେନ୍ଦ୍ର ଧରୁଆ, ସିଂପୁର ଉଛବ ପଧାନ, ସମିତି ସଭ୍ୟ ଗୋକୁଳ ବିଶ୍ଵାଳ, ପୂର୍ବ ପୋଲିସ ଅଧିକାରୀ ବୈଦ୍ୟନାଥ ଭୋଇ, ଟଙ୍କଧର ପନ୍ଦର, ମନୋଜ କୁମାର ନାଥ, ନୃପମଣି ଗହୀର, ଲଛମନ ଭୋଇ, ପୂର୍ବ ସେନା ଉମେଶ ବିଶ୍ଵାଳ, ପୂର୍ବ ବ୍ଲକ୍ ଶିକ୍ଷା ଅଧିକାରୀ ହେମ ସାଗର ଭୋଇ , ଜ୍ବାଇଁ ସତ୍ୟରାମ ଭୋଇ, ଡ଼. କୌତୁକ ପନ୍ଦର ଏବଂ ଅଞ୍ଚଳର ଶତାଧିକ ଲୋକ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like