-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ପରିଦର୍ଶନ କଲେ ବିଧାୟକ ଓ ଜିଲ୍ଲାପାଳ

11-Feb-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଓ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଆଜି କଣ୍ଟାମାଳ ବ୍ଲକ ର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ପରିଦର୍ଶନ କରିଛନ୍ତି  l  କଣ୍ଟାମାଳ ବ୍ଲକ ଅନ୍ତର୍ଗତ ନାରାୟଣ ପ୍ରସାଦ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନବନିର୍ମିତ ‘ଗ୍ରାମପଞ୍ଚାୟତ ସୁବିଧା କେନ୍ଦ୍ର’ ଓ ‘ପଞ୍ଚାୟତ ବ୍ୟାଙ୍କିଙ୍ଗ ସୁବିଧା କେନ୍ଦ୍ର’ ର ଶୁଭ ଉଦ୍ଘାଟନୀ ଉତ୍ସବରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା,ବୌଦ୍ଧ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ,ଜିଲ୍ଲାପରିଷଦ ସଭ୍ୟା ସୁମିତ୍ରା ସାହୁ,ବିଡ଼ିଓ ଶ୍ରୀମତୀ ସାମିଜୟଶ୍ରୀ ରେଡି, ନାରାୟଣପ୍ରସାଦ ସରପଞ୍ଚ ତାରାକାନ୍ତି ମାଝୀ, ସମିତି ସଭ୍ୟା କନକ ବାଘ, ଖମନମୁଣ୍ଡା ସରପଞ୍ଚ ଶ୍ରୀମତୀ ଅଳକା ପ୍ରଧାନ ପ୍ରମୁଖ ଯୋଗଦେଇ ନୂତନ ଗୃହର ଶୁଭ ଉଦ୍ଘାଟନ କରିଥିଲେ  l

ପରେ ସେହି ପଞ୍ଚାୟତର ହାଟପଦା ଠାରେ ନିର୍ମିତ ନୂତନ ମାର୍କେଟ କମ୍ପ୍ଲେକ୍ସ କୁ ଉକ୍ତ ଅତିଥିମାନେ ଶୁଭ ଉଦ୍ଘାଟନ କରିଥିଲେ  l   ସେଠାରୁ ରିଙ୍ଗାପଡା ହାଇସ୍କୁଲ କୁ ପରିଦର୍ଶନ ରେ ଯାଇ ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଧାନଶିକ୍ଷକ, ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିବା ସହ ଖୁବ ଶୀଘ୍ର ବିଦ୍ୟାଳୟର ଅସୁବିଧା ଦୂର କରାଯିବ ବୋଲି ବିଧାୟକ ଶ୍ରୀ ଡାଙ୍ଗ ପ୍ରତିଶୃତି ଦେଇଥିଲେ l   ପରେ ଘଣ୍ଟାପଡା ପୋଡ଼ାପଦର ଠାରେ ବାବା କଳକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଚାଲିଥିବା ନାମନବନିର୍ମିତ ଯଜ୍ଞ ରେ ଯୋଗଦେଇ ସେଠାରୁ ଖମନମୁଣ୍ଡା ପଞ୍ଚାୟତ କୁ ଯାଇଥିଲେ  l  ସେଠାରେ ନବନିର୍ମିତ ପଞ୍ଚାୟତ ବ୍ୟାଙ୍କିଙ୍ଗ ସୁବିଧା କେନ୍ଦ୍ର ଉଦଘାଟନ କରିବା ପରେ ଖମନମୁଣ୍ଡା ହାଇସ୍କୁଲ ର ଅତିରିକ୍ତ ଶ୍ରେଣୀ

କୋଠରୀର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ l କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ନିର୍ବାହୀଯନ୍ତ୍ରୀ ଇଂ.ଜୟ ମହନ୍ତ,କନିଷ୍ଠ ଯନ୍ତ୍ରୀ ଇଂ.ଦିବ୍ୟଲୋଚନ ନାୟକ, ସମାଜସେବୀ ସତ୍ୟନାରାୟଣ ମାଝୀ, ପିନାକ ରଣା, ଶିତିକଣ୍ଠ ମିଶ୍ର, ନୀଳାଞ୍ଚଳ ଭୋଇ, ତୀର୍ଥବାସୀ ରଣା, ଅନିଲ କୁମାର ପ୍ରଧାନ,ଡମ୍ବରୁ ଧର କହଁର,ଏଡିଇଓ ରବୀନ୍ଦ୍ର ଭୁକ୍ତା, ଯୋଗାଣ ସହାୟକ ଜ୍ଞାନେନ୍ଦ୍ର କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like