-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

୭ମ ବିଛୁବାହାଲି କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ.... ମୁରିବାହାଲ (ଏମ ସି ସି ) ଚାମ୍ପିୟନ

12-Feb-2025



ବେଲପଡା, (ତ୍ରିନାଥ ବାଗ )ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ପଣ୍ଡରିଯୋର ପଞ୍ଚାୟତ ଅନ୍ତର୍ଗତ ବିଛୁବାହାଲି ସ୍କୁଲ ଖେଳ ପଡ଼ିଆ ଠାରେ ଚାଲିଥିବା ୭ମ ବିଛୁବାହାଲି କପ୍ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି lଫାଇନାଲ୍ ଖେଳ ମୁରିବାହାଲ (ଏମସିସି )ଓ ବାହାବଳ (ବିସିସି ) ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।
ମୁରିବାହାଲ (ଏମସିସି )ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୫ଓଭର ରେ ୭ ୱିକେଟ୍ ହରାଇ ୧୫୭ ରନ୍ ସଂଗ୍ରହ କରିଥିଲା Iଏହାର ଜବାବ୍ ରେ ବାହାବଳ (ବିସିସି )ଦଳ ୧୫ ଓଭର ରେ ୮ ୱ୍ୱିକେଟ୍ ହରାଇ ୧୪୮ ରନ୍ ସଂଗ୍ରହ କରି ବିଜୟ ପରାସ୍ତ ହୋଇଥିଲେ |
ଯାହା ଫଳ ରେ ମୁରିବାହାଲ (ଏମସିସି )ଦଳ ଚାମ୍ପିୟନ ହାଇଥିଲା ।ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମାଁ ସିଂହବାହିନୀ କ୍ଳବ ସଭାପତି ଲଲିତ ମୋହନ ମାଝୀ

ଅଧ୍ୟାକ୍ଷ୍ୟତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ୨୫ନମ୍ବର ଜୋନ୍ ଜିଲ୍ଲା ପରିଷଦ ଶବଦ ମିର୍ଦ୍ଧା, ଯୋଗ ଦେଇଥିଲେ | ସମ୍ବାନିତ ଅତିଥି ଭାବେ ୨୬ନମ୍ବର ଜୋନ୍‌ ଜିଲ୍ଲା ପରିଷଦ ଅନିମା ଦାସ, ବେଲପଡା ବ୍ଲକ ର ବିଜେପି ମୁଖ୍ୟ କାର୍ଯ୍ୟକର୍ତ୍ତା ପ୍ରଶାନ୍ତ ଦାସ, ବେଲପଡା ବ୍ଲକ ବିଜେପି ସଭାପତି ଅନୁପ ବନଛୋର, ଅତିଥି ଭାବ ରେ ଏକ୍ସ ସରପଞ୍ଚ ଦେବାର୍ଚ୍ଚନ ମାଝୀ, ପଞ୍ଚାୟତ ଯୋଗାଣ ସହାୟକ ନାରାୟଣ ଯୁଏଡ଼, ଓ ୱାର୍ଡ ନଂ ୪ର ମେମ୍ବର ଟଙ୍କଧର ମାଝୀ, ପ୍ରୟୋଜକ ମହାବୀର ରଣା ଏଲଆଇସି ଏଡ଼ଭାଇଜର କୁର୍ଲି ଏବଂ ଆୟୋଜକ ସି ଆର କମ୍ପୁଟର ଚକାଡୋଳା ମାଝୀ ଯୋଗ ଦେଇଥିଲେ | ଚାମ୍ପିୟନ ଦଳ କୁ ଟ୍ରଫି ସହ ୨୦୦୦୦(କୋଡିଏ ହଜାର )ଟଙ୍କା ଏବଂ ରନର୍ସ ଅପ୍  ଦଳ କୁ ଟ୍ରଫି ସହ ୧୨୦୦୦(ବାର ହଜାର )ଟଙ୍କା ଅତିଥି ମାନେ ପ୍ରଦାନ କରିଥିଲେ | ଅମ୍ପିୟାର ଭାବେ ଲଲିତ ମୋହନ ମାଝୀ ଓ ପ୍ରଦୀପ ମାଝୀ ଥିଲେ ।ଖେଳ କୁ ପରିଚାଳନା କରିଥବା ବେଳେ ସ୍କୋରର ରୂପେ ମହେନ୍ଦ୍ର ମାଝୀ ଦାୟିତ୍ୱ ତୁଲାଇ ଥିଲେ | ଜ୍ୟୋତି ରାମ ମିର୍ଦ୍ଧା ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ | କମେଣ୍ଟ୍ରି ରେ ଉପେନ୍ଦ୍ର ପ୍ରଧାନ ସହଯୋଗ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟ ରେ କିଶୋର ଚନ୍ଦନ, ପ୍ରକାଶ ଚନ୍ଦନ, ପଞ୍ଚା ଚନ୍ଦନ, ପୁରୁଷୋତ୍ତମ ମାଝୀ, ବିନୋଦ ଚନ୍ଦନ, ଲଛମନ ମାଝୀ, ମାଧବ ଚନ୍ଦନ, କାନ୍ହାମାଝୀ, ଦେବେନ୍ଦ୍ର ସେଠ, ଦାରାସିଂ ମାଝୀ, ଗିରିଧାରୀ ମାଝୀ, ଭୁଜବଲ ଚନ୍ଦନ, ସରୋଜ କୁମାର ମାଝୀ, ସନ୍ତୋଷ ମାଝୀ, ଲାଲୁ ଚନ୍ଦନ, ଅଭିରାମ ମାଝୀ, ନରେଶ ଚନ୍ଦନ, ବଳ ମାଝୀ, ପ୍ରମୁଖ କ୍ଳବ ସଦସ୍ୟ ଉପସ୍ଥିତ ଥିଲେ, ଟୁର୍ନାମେଣ୍ଟ ଟି ଛଅ ଦିନ ଧରି ଚାଲିଥିବା ବେଳେ ୧୬ଟି ଦଳ ଭାଗ ନେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like