-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଖଲିଆପାଲି ଭୀମଭୋଇ  ସମାଧିପୀଠରେ ସାରସ୍ଵତ ସମାରୋହ:  ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ଉତ୍ସବମୁଖର  

12-Feb-2025



ବଲାଙ୍ଗିର/ସୋନପୁର: ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାର ତୃତୀୟ ସନ୍ଧ୍ୟା ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ  ସାରସ୍ବତ ସମାରୋହ ଉତ୍ସବମୁଖର । ଉପଜିଲ୍ଲାପାଳ ସୋନପୁର ଡ଼ଃ ସୋମ୍ୟାରୁପା ରଥଙ୍କ ସଭାପତିତ୍ୱରେ ତୃତୀୟ ସନ୍ଧ୍ୟା ମାଘ ତ୍ରୟୋଦଶୀ ତିଥି ଅବସରରେ ଅନୁଷ୍ଠିତ ସାରସ୍ୱତ ସମାରୋହରେ  ମୁଖ୍ୟଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାମ ପ୍ରସାଦ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ,ମନ୍ଦିର ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇ ଭୀମଭୋଇଙ୍କ ଜୀବନ ଦର୍ଶନ ଓ ସାହିତ୍ୟ କୃତୀ ଉପରେ ଆଲୋକପାତ କରିଥିଲେ। ଏହି ସମାରୋହ ଅବସରରେ ଅତିଥି ବୃନ୍ଦ ମହିମା ପୀଠ ଦ୍ୱାରା ପ୍ରସ୍ତୁତ ପୁସ୍ତକ ମହିମା ର ଶୁଭ ଉନ୍ମୋଚନ କରି ଥିଲେ। ଏହି ଅବସରରେ ସନ୍ଥଭୀମଭୋଇ ସମାଧି ପୀଠ ଟ୍ରଷ୍ଟ ଦ୍ୱାରା ଭୀମ ଭୋଇ ସ୍ମୃତି ସମ୍ମାନରେ ପଣ୍ଡିତ ଦୈତାରୀ ପଣ୍ଡା, ଭୀମଭୋଇ ମହିମା ସମ୍ମାନରେ ସାଧୁ ପ୍ରଭାକର ଦାସ, ଭୀମଭୋଇ ସାହିତ୍ୟ ସମ୍ମାନରେ ଶ୍ରୀମତୀ ମୀନା କୁମାରୀ ମହାରଣା, ଭୀମଭୋଇ କଳା ସମ୍ମାନରେ ଶ୍ରୀମତୀ ତିଲୋତ୍ତମା ସାହୁ, ଭୀମଭୋଇ ଯୁବ ପ୍ରତିଭା ସମ୍ମାନରେ ସିଦ୍ଧାର୍ଥ ଅଗ୍ରୱାଲ, ଭୀମ ଭୋଇ କ୍ରୀଡା ସମ୍ମାନରେ ସୁଶ୍ରୀ ପ୍ରୀତି ମହାକୁଡ଼ ପ୍ରମୁଖ ଙ୍କୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଚତୁର୍ଦଶୀ ସନ୍ଧ୍ୟାରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ, ମହିମା ଧର୍ମୀ ସମାଧିମନ୍ଦିରରେ ସନ୍ଥ ଭୀମଭୋଇଙ୍କ ସମାଧିର ଦିବ୍ୟ ଦର୍ଶନ କରିଥିଲେ। ଏହି ଅପୂର୍ବ ଦିବ୍ୟ ଆଧ୍ୟାତ୍ମିକ ଦର୍ଶନ ନିମନ୍ତେ ଆସନ୍ତାକାଲି ପୁର୍ଣିମା ତିଥିରେ ମଧ୍ୟ ସମାଧି ମନ୍ଦିର ସର୍ବସାଧାରଣ ତଥା ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଖୋଲା ରହିବ। ଟ୍ରଷ୍ଟ ତରଫରୁ ଅନୁଷ୍ଠିତ ବିଭିନ୍ନ ସ୍କୁଲସ୍ତରୀୟ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ମାନଭଞ୍ଜନ ମିଶ୍ର ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like