-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଜୟପାଟଣା ମଙ୍ଗଳପୁର ଠାରେ ମୁକ୍ଷ୍ୟ ମନ୍ତ୍ରୀ ଙ୍କ ଦ୍ୱାରା ଲିପଟ୍ କେନାଲ ଉଦଘାଟନ l

14-Jan-2021



କଳାହାଣ୍ଡି, (ସଞ୍ଜୀବ ଦାସ ଓ ତ୍ରିନାଥ ବେଶ୍ରା) କଳାହାଣ୍ଡି ଜିଲ୍ଲା ଜୟପାଟଣା ର ମଙ୍ଗଳପୁର ଠାରେ ମୁଖ୍ୟମନ୍ତ୍ରୀ 11.30 ରେ ପହଂଚି ଥିଲେ। ଏହି ସଭା ସ୍ଥଳରେ  ମୁଖ୍ୟମନ୍ତ୍ରୀ ପହଞ୍ଚି ପୂର୍ବରୁ ଆଦିବାସୀ ମାନଙ୍କ ନାଚ,ଘୁମୁରା  ସମେତ ବିଭିନ୍ନ  ସାଂକୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା।ଜିଲ୍ଲାର 106 ଟି ବିଭିନ୍ନ ପ୍ରକଳ୍ପକୁ ଉନ୍ମୋଚିତ ହେଉଛି।ଏହି ସମାବେଶରେ ଜିଲାର ବିଭିନ୍ନ ଅଞ୍ଚଳରୁ ଲୋକମାନେ ଯୋଗ ଦେଇଥିଲେ।ସେହିପରି ଜିଲ୍ଲାର ଜୁନାଗଡ଼,ଧର୍ମଗଡ, ଭବାନୀପାଟଣା, କେସିଙ୍ଗା  ତଥା 13  ବ୍ଲକ  ପ୍ରତ୍ୟେକ  ଗ୍ରାମ ପଞ୍ଚାୟତ ରେ ନିର୍ମାଣ ହୋଇଥିବା ବିଭିନ୍ନ ପ୍ରକଳ୍ପ କୁ ଭିଡିଓ କନ୍ଫରେନ୍ସ   ଦ୍ବାର  ଶୁଭ ଉଦଘାଟନ କରିଥିଲେ।
ସେହିପରି  କେସିଙ୍ଗା ଏନ.ଏ.ସି ରେ ମଧ୍ଯ 2.45କୋଟି ର ପ୍ରକଳ୍ପକୁ  11.55  ମିନିଟ ରେଉଦଘାଟିତ କରିଥିଲେ।
ପ୍ରଥମେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉଦ୍ବୋଧନ ଦେଇ କଳାହାଣ୍ଡିର  ବିକାଶ,ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ, ରାସ୍ତା ଘାଟ,ବିଦ୍ୟୁତ  ଇତ୍ୟାଦି ବିଷୟରେ କହିଥିଲେ।ସେହିପରି water Resechdept.ମନ୍ତ୍ରୀ ରଘୁନନ୍ଦନ ଦାସ,ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁ କୁନି ସାହୁ   ଉଦବୋଧନ ଦେଇଥିଲେ।
ଶେଷରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାଷଣ ଦେଇଥିଲେ।ପ୍ରଥମେ ମା ମାନିକେଶ୍ୱରୀ ଙ୍କୁ ନମସ୍କାର କରି ଉପସ୍ଥିତ ଜନସାଧାରଣ ଙ୍କୁ ଜୁହାର କରି  ଥିଲେ।ବିଜୁବାବୁଙ୍କ  ଙ୍କ ସଂକ୍ଷିପ୍ତ ବିଷୟରେ କହିଥିଲେ।ଶିଶୁ ବିକାଶ,ମହିଳା ଙ୍କ ସୁରକ୍ଷା, ମାଛ ଚାଷ,ଇନ୍ଦ୍ରବତୀ ଜଳସେଚନ, ଘୁମୁରା ନାଚ,ଜୟ ଜଗନ୍ନାଥ କହି ଭାଷଣ ଶେଷ କରି ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like