-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||     

HOME   ଜିଲ୍ଲା

ଖଲିଆପାଲି ଭୀମଭୋଇ ମହିମା ପୀଠର ତୃତୀୟ ସନ୍ଧ୍ୟା :- ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ଉତ୍ସବମୁଖର

12-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାର ତୃତୀୟ ସନ୍ଧ୍ୟା ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ  ଉତ୍ସବମୁଖର । ଉପଜିଲ୍ଲାପାଳ ସୋନପୁର ଡ଼ଃ ସୋମ୍ୟାରୁପା ରଥଙ୍କ ସଭାପତିତ୍ୱରେ ତୃତୀୟ ସନ୍ଧ୍ୟା ମାଘ ତ୍ରୟୋଦଶୀ ତିଥି ଅବସରରେ ଅନୁଷ୍ଠିତ ସାରସ୍ୱତ ସମାରୋହରେ  ମୁଖ୍ୟଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାମ ପ୍ରସାଦ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ,ମନ୍ଦିର ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇ ଭୀମଭୋଇଙ୍କ ଜୀବନ ଦର୍ଶନ ଓ ସାହିତ୍ୟ କୃତୀ ଉପରେ ଆଲୋକପାତ କରିଥିଲେ। ଏହି ସମାରୋହ ଅବସରରେ ଅତିଥି ବୃନ୍ଦ ମହିମା ପୀଠ ଦ୍ୱାରା ପ୍ରସ୍ତୁତ ପୁସ୍ତକ ମହିମା ର ଶୁଭ ଉନ୍ମୋଚନ କରିଥିଲେ। ସନ୍ଥ ଭୀମଭୋଇ ସମାଧି ପୀଠ ଟ୍ରଷ୍ଟ ଦ୍ୱାରା ଭୀମ ଭୋଇ ସ୍ମୃତି ସମ୍ମାନ ରେ ପଣ୍ଡିତ ଦୈତାରୀ ପଣ୍ଡା, ଭୀମଭୋଇ ମହିମା ସମ୍ମାନରେ ସାଧୁ ପ୍ରଭାକର ଦାସ, ଭୀମଭୋଇ ସାହିତ୍ୟ ସମ୍ମାନରେ ଶ୍ରୀମତୀ ମୀନା କୁମାରୀ ମହାରଣା, ଭୀମଭୋଇ କଳା ସମ୍ମାନରେ ଶ୍ରୀମତୀ ତିଲୋତ୍ତମା ସାହୁ, ଭୀମଭୋଇ ଯୁବ ପ୍ରତିଭା ସମ୍ମାନରେ ଶ୍ରୀ ସିଦ୍ଧାର୍ଥ ଅଗ୍ରୱାଲ, ଭୀମ ଭୋଇ କ୍ରୀଡା ସମ୍ମାନରେ ସୁଶ୍ରୀ ପ୍ରୀତି ମହାକୁଡ଼ ପ୍ରମୁଖ ଙ୍କୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଚତୁର୍ଦଶୀ ସନ୍ଧ୍ୟାରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ, ମହିମା ଧର୍ମୀ ସମାଧିମନ୍ଦିରରେ ସନ୍ଥ ଭୀମଭୋଇଙ୍କ ସମାଧିର ଦିବ୍ୟ ଦର୍ଶନ କରିଥିଲେ। ଏହି ଅପୂର୍ବ ଦିବ୍ୟ ଆଧ୍ୟାତ୍ମିକ ଦର୍ଶନ ନିମନ୍ତେ ଆସନ୍ତାକାଲି ପୁର୍ଣିମା ତିଥିରେ ମଧ୍ୟ ସମାଧି ମନ୍ଦିର ସର୍ବସାଧାରଣ ତଥା ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଖୋଲା ରହିବ। ଟ୍ରଷ୍ଟ ତରଫରୁ ଅନୁଷ୍ଠିତ ବିଭିନ୍ନ ସ୍କୁଲ ସ୍ତରୀୟ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ମାନଭଞ୍ଜନ ମିଶ୍ର ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026

You Might Also Like