-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||     

HOME   ଜିଲ୍ଲା

ସମଲପୁରୀ ଭାଗବତ୍ ପ୍ରଣେତା ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ଜନ୍ମ ଦିବସ ପାଲିତ

12-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସୋହେଲା ବ୍ଲକ ଅନ୍ତର୍ଗତ ଗର୍ଭଣା ପଞ୍ଚାୟତ ଡୁମ୍ବେରପାଲି ଗ୍ରାମ ଭାଗବତ ମଣ୍ଡପ ଠାରେ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ଜନ୍ମ ଦିବସ ପାଲିତ ହୋଇ ଯାଇଛି । ଭାଗବତ ପରିଷଦ ଡୁମ୍ବେରପାଲି ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମର ଗୌନ୍ତିଆ ଦୟାନନ୍ଦ ସାହୁ       ସଭାପତିତ୍ବ କରିଥିଲେ । ମୁଖ୍ଯ ଅତିଥି ଭାବରେ ବରିଷ୍ଠ ସାହିତ୍ୟିକ ଡ ସୁବାସ ମେହେର, ସମ୍ମାନୀତ ଅତିଥି ଭାବେ ଗୌର ଚରଣ ପଧାନ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରସିକ ସାହୁ, ଅସିତ ସ୍ବାଇଁ, ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁ ମଞ୍ଚାସୀନ ଥିଲେ । ସଭା ପ୍ରାରମ୍ଭରେ  ଭାଗବତ ପୂଜା ସହ ଗୋଟିଏ ଅଧ୍ଯାୟ ପାରାୟଣ କରା ଯାଇଥିଲା । ଏହାପରେ  ଉପସ୍ଥିତ ଅତିଥି ମାନଙ୍କ ସହ ଭାଗବତ ପରିଷଦର ସଦସ୍ଯ, ଗ୍ରାମବାସୀ ଶ୍ରୀ ସାହୁଙ୍କ ପଦଧୌତ କରି ଉପଢୌକନ, ଫୁଳମାଳା  ଦେଇ ଜନ୍ମ ଦିନ ଶୁଭେଚ୍ଛା ଜଣାଇଥିଲେ । ଭାଗବତ ସେବା ପରିଷଦ ତରଫରୁ ନାରାୟଣ ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଲେ ବନମାଲୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ କେଦାରନାଥ ସାହୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିକାଶ ଚନ୍ଦ୍ର ସାହୁ, ଗୋକୁଳଚନ୍ଦ୍ର ସାହୁ, ବେଦବ୍ଯାସ ବିଶ୍ବାଳ, ସୁଶିଳ ସାହୁ, ପ୍ରସନ୍ନ ସାହୁ, ନବରଥ ସାହୁ, ଅନୀଲ ପଧାନ, ଧର୍ମାନନ୍ଦ ବାରିକ, ସମ୍ପଦ ସାହୁଙ୍କ ସହ ବହୁ ଭାଗବତ ପ୍ରେମୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026

You Might Also Like