-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଭୈନାତୋରା ହୀରାଧର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

12-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୈନା ତୋରା ହୀରାଧର ଉଚ୍ଚ ବିଦ୍ୟାଳୟ ର  ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଟିତ ହୋଇ ଯାଇଛି ।ପ୍ରଧାନ ଶିକ୍ଷକ ବାବୁଲାଲ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଅମ୍ବାଭୋନା ବିଇଓ
ଭାବନା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଗାମୀ ମ୍ୟାଟ୍ରିକ ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ ଚାପ ମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ଓ ଭଲ ପରୀକ୍ଷା ଫଳ ଅର୍ଜନ କରିବା ପାଇଁ ଆହ୍ବାନ ଦେଇଥିଲେ ।ସମ୍ମାନିତ ଅତିଥି ଏବିଇଓ ମୋହନ ଚରଣ ମହନ୍ତ ମୁଖ୍ୟ ବକ୍ତା ଭାବେ ଏବିଇଓ ଲାଲ ମୋହନ ସିଂହ ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ବୈକୁଣ୍ଠ ମାଝୀ ଯୋଗ ଦେଇ ଥିଲେ ।ଶିକ୍ଷକ ମାଧବ ପାଣ୍ଡେ ଙ୍କ ମଞ୍ଚ ପରିଚାଳନା କରିଥିବା ବେଳେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା ।ପୂର୍ବରୁ ଅନୁଷ୍ଟିତ ବିଭିନ୍ନ ପ୍ରତିଯୋଗୀତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ ।

କାର୍ଯ୍ୟକ୍ରମ ପରିଚାଳନା ରେ ଅନ୍ୟ ମାନଙ୍କ ମଧ୍ୟରେ ଅସୀମ ସାହୁ,ବୃନ୍ଦାବନ ଠେଠୁଆର୍, ସୋମନାଥ କିଶାନ,କଷ୍ଟ ସାହୁ,ପ୍ରଦୋଷ କୁମାର ପ୍ରଧାନ,ରାଜକୁମାର ନାଏକ,ତପୋଧନ ନାଏକ,ସବିତା ପ୍ରଧାନ,ନରେଶ ଚନ୍ଦ୍ର ସା ,ଆଶିଷ ବାରିକ,ଆଲୁମୁ ନି ସଭାପତି ହରିହର ଦେହେରି ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।ଓକିଲ ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like