-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୪୬ତମ ଗୀତାଜ୍ଞାନ ଯଜ୍ଞ ସମାପିତ

12-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପବିତ୍ର କୁମ୍ଭ ସଂକ୍ରାନ୍ତି ଅବସରରେ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ଗ୍ରାମ ପହଣ୍ଡି ଜଗନ୍ନାଥ ମନ୍ଦିର ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ଯ ଗୀତାଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମ ତଥା ପାଖଆଖର ଶତାଧିକ ଧର୍ମ ପିପାସୁ ପୁରୁଷମହିଳା ଯୋଗଦାନ କରିଥିଲେ। ଶ୍ରୀମାନ୍ ଅକ୍ଷୟ କୁମାର ସାହୁ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଲୋପାମୁଦ୍ରା ସାହୁ କର୍ତ୍ତା ଦାୟିତ୍ବ ତୁଳାଇଥିବା ବେଳେ ପଣ୍ଡିତ ନରେନ୍ଦ୍ର କୁମାର ଦାଶ ଏବଂ ପଣ୍ଡିତ ନରେନ୍ଦ୍ର ପଣ୍ଡା ପୁରୋହିତ କାର୍ଯ୍ଯ କରିଥିଲେ। ଯୋଖିପାଲି ମଠାଧୀଶ ଶ୍ରୀ ଶ୍ରୀ ସୁରେଶ୍ବରାନନ୍ଦ ବାଳହଂସ ଜୀ ମହାରାଜଙ୍କ ମାର୍ଗଦର୍ଶନରେ ଗୀତାଶ୍ଳୋକ ଆବୃତ୍ତି ସହିତ ଯଜ୍ଞରେ ଘୃତାହୂତି ପ୍ରଦାନ କରାଯାଇଥିଲା। ଉପଦେଷ୍ଟା ଶ୍ରୀଯୁକ୍ତ ପବିତ୍ର ଚରଣ ଦାଶଙ୍କ ସହିତ ଅନନ୍ତ କୁମାର ସାହୁ, ରାଧେଶ୍ୟାମ ସାହୁ, ପ୍ରମୋଦ କୁମାର ସାହୁ, ଡୋଳାମଣି ସାହୁ, ଜନ୍ମ ସାହୁ, ଦୁର୍ବାଦଳ ପଟେଲ,ପ୍ରଶାନ୍ତ ପଧାନ ପ୍ରଭୃତି କମିଟୀ ସଭ୍ଯଗଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like