-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଆଟଗାଁ ହାଇସ୍କୁଲ ର ବାର୍ଷିକ ଉତ୍ସବ ଉଦଯାପିତ  "ଛାତ୍ର ଜୀବନ ଅନୁଭୂତି ଓ ଅଭିଜ୍ଞତା ଅର୍ଜନର ସମୟ"

12-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଶୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ  କେଶବ ଚରଣ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଜୀବନ ଅନୁଭୂତି ଓ ଅଭିଜ୍ଞତା ଅର୍ଜନର ସମୟ ବୋଲି କହିବା ସହ ବିଦ୍ୟାଳୟରୁ ଶିକ୍ଷା ଗ୍ରହଣ କରିଥିବା ଶୃଙ୍ଖଳା ଜ୍ଞାନ ସମାଜ ଜୀବନରେ ପ୍ରତିଫଳିତ ହୁଏ ବୋଲି କହିଥିଲେ। ମୁଖ୍ୟବକ୍ତା  ଭାବେ ଡ.ପ୍ରେମଚାନ୍ଦ ମହାନ୍ତି ଯୋଗଦେଇ ଉତ୍ତମ ଛାତ୍ର ମାନେ ହିଁ ଦେଶର ଭାଗ୍ଯ ନିର୍ମାତା ବୋଲି ନିଜ ବକ୍ତବ୍ଯ ରେ କହିଥିଲେ।

ବ୍ଯଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ ଓ ଛତାମଖନା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନୀଳମଣି ପଟେଲ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ସମୟାନୁବର୍ତ୍ତିତା ଜୀବନକୁ ସୁଖମୟ କରିଥାଏ ଏଣୁ ସଫଳତା ନିମିତ୍ତ ଛାତ୍ର ସମାଜକୁ  ସମୟାନୁବର୍ତ୍ତିତା ହେବାକୁ ପଡିବ ବୋଲି କହିଥିଲେ। ପ୍ରଧାନ ଶିକ୍ଷକ ଦିଲିପ ଯୋଶୀ ବାର୍ଷିକ ବିବରଣୀ ପଠନ କରିଥିଲେ। ସ୍ବାଗତ ଭାଷଣ ଶିକ୍ଷୟତ୍ରୀ ସନ୍ତୋଷିନୀ ସାହୁ ଦେଇଥିଲେ। କାର୍ଯ୍ୟକ୍ରମର ସଂଯୋଜନା ଅନ୍ତର୍ଯ୍ୟାମୀ ବିଶ୍ବାଳ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷକ ସନାତନ ବାଗ। ଏହି ଅବସରରେ ଅତିଥିମାନଙ୍କ ଦ୍ବାରା ବିଦ୍ୟାଳୟ ତରଫରୁ "ରସବର୍ଣ୍ଣା" ପତ୍ରିକାକୁ ଉନ୍ମୋଚିତ କରାଯାଇଥିଲା। ଗତବର୍ଷ  ଦଶମ ଶ୍ରେଣୀ ପରୀକ୍ଷା ରେ ସର୍ବୋଚ୍ଚ ମାର୍କ ପାଇଁ ସୋନାଲି

ସାହୁଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଞାନ ସୁନାଙ୍କ ନିର୍ଦ୍ଦେଶିତ ନାଟକ "ଭୂଲ ସ୍ବୀକାର" ଛାତ୍ରମାନଙ୍କ ଦ୍ବାରା ପରିବେଷଣ ହୋଇଥିଲା । ପୁରସ୍କାର ବିତରଣୀ କାର୍ଯ୍ଯକ୍ରମକୁ ରୋହିତାଶ୍ଵ ଯୋଶୀ,ଜ୍ଯୋସ୍ନା ଭୋଇ,ସନାତନ ବାଗ,ପଦ୍ମିନୀ ସାହୁ,ପ୍ରଦ୍ୟୁମ୍ନ ରାଉତ,ନିତାଇ ନାଏକ,ଶ୍ଯାମାରାଣୀ ମହାପାତ୍ର, ପୃଥ୍ବୀରାଜ ସାହୁ ଓ ଶିକ୍ଷା କର୍ମଚାରୀ ଚିନ୍ତାମଣୀ ବାଗ,ରମାକାନ୍ତ ବେହେରା ପ୍ରମୁଖ ପରିଚାଳନା କରିଥିଲେ। ଦ୍ବିତୀୟ ଅଧିବେଶନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like