-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ - ଭୋକର ଭୂଗୋଳ ନୁହେଁ ଭାତର ହାଣ୍ଡି କଳାହାଣ୍ଡି

14-Jan-2021



କଳାହାଣ୍ଡି(ସଞ୍ଜୀବ ଦାସ ଓ ତ୍ରିନାଥ ବେଶ୍ରl) :
ବହୁପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପକୁ ଆଜି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାର ଜୟପାଟଣା , କୋକସରା ଓ ଧର୍ମଗଡ ବ୍ଲକର ଅଣଜଳସେଚିତ ଅଞ୍ଚଳର ଚାଷୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡିର ମାଲମାଳ ଟାଣୁଆ ନେତା କଳାହାଣ୍ଡିରେ ଡେରା ପକାଇଥିଲେ । ଆଜି ଜୟପାଟଣା ମଙ୍ଗଳପୁର ନିକଟରେ ଥିବା ମେଗାଲିଫ୍ଟ ପ୍ରକଳ୍ପ ପରିସରରେ ମୁଖ୍ୟମନ୍ତ୍ରୀ ଦିନ ୧୧.୪୫ ରେ ହେଲିକପ୍ଟର ରେ ପହଞ୍ଚି ଥିଲେ ।ମୁଖ୍ୟମନ୍ତ୍ରୀଙ୍କ ପାଇଁ ଥିବା ସ୍ଵତନ୍ତ୍ର ମଞ୍ଚରେ ମୁଖ୍ୟମନ୍ତ୍ରୀ ଙ୍କ ସହ ୫ ଟି ସଚିବ ଭି. କେ ପାଣ୍ଡିଆନ ଉପସ୍ଥିତ ରହିଥିବା ବେଳେ, ଅନ୍ୟ ଏକ ମଞ୍ଚରେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରର ,ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା , ରାଜ୍ୟସଭା ସାଂସଦ ସୁଜିତ କୁମାର ସେଠ, ଶିଶୁ ବିକାଶ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ , ଧର୍ମଗଡ ବିଧାୟକ ମୌଷଧି ବାଗ ଉପସ୍ଥିତ ରହିଥିଲେ କଳାହାଣ୍ଡି ମଙ୍ଗଳପୁରରେ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଅଭି ଭାଷଣରେ କହିଛନ୍ତି ଯେ ଦିନେ କଳାହାଣ୍ଡିରେ ଢେଲା ମାଡ଼ରେ ବିଜୁବାବୁଙ୍କ ନାକ ଫାଟିଥିଲା କିନ୍ତୁ ବିଜୁବାବୁ ସବୁବେଳେ କଳାହାଣ୍ଡିବାସୀଙ୍କୁ ଭଲ ପାଉଥିଲେ ,କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି।  ଇନ୍ଦ୍ରାବତୀର ପ୍ରତିଟି ଜଳବିନ୍ଦୁ କଳାହାଣ୍ଡିକୁ ସମୃଦ୍ଧ କରିଛି ତାର ଜଳ କଳାହାଣ୍ଡିବାସୀଙ୍କ ଦେହରେ ରକ୍ତ ହୋଇ ବହୁଛି। କଳାହାଣ୍ଡିରେ ମାଆ ଇନ୍ଦ୍ରାବତୀଙ୍କ ନାଁରେ ହେବ ପାର୍କ ଓ ସଂଗ୍ରହାଳୟ ।କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି । କଳାହାଣ୍ଡି ସ୍ବାସ୍ଥ୍ୟ ଓ ପୁଷ୍ଟିସାଧନରେ ନମ୍ବର-୧ ଜିଲ୍ଲା ହୋଇଛି  । କଳାହାଣ୍ଡି ଆଜି ସାରା ଦେଶ ପାଇଁ ବିକାଶର ମଡେଲ ହୋଇଛି । ଏହା  ସହ କଳାହାଣ୍ଡି ର ସହିଦ ରେଣ୍ଡୋ ମାଝୀଙ୍କୁ ସମ୍ମାନ ଜଣାଇଛନ୍ତି ନବୀନ , କଳାହାଣ୍ଡି ବିକାଶର ଅଧ୍ୟାୟରେ ନୂଆ ଫର୍ଦ୍ଦ ଯୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  କଳାହାଣ୍ଡିକୁ ୨୦୮୫ କୋଟିର ପ୍ରକଳ୍ପର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ୧୦୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ନବୀନ ।  ୧୦୬୪ କୋଟି ଟଙ୍କା ୫୪ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୦୨୦ କୋଟି ଟଙ୍କାର ୫୨ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି ।  ଉପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପର ଲୋକର୍ପଣ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ୯୮୬.୭୧ କୋଟି ଟଙ୍କା ବ୍ୟୟରେ ଜଳସେଚନ ପ୍ରକଳ୍ପ ନିର୍ମିତ ହୋଇଛି । ୨୫ ହଜାର ୨୭୫ ହେକ୍ଟର ଜମିରେ ଜଳସେଚନ ସୁବିଧା  ।ଜଳସେଚନ ପ୍ରକଳ୍ପରୁ ପ୍ରାୟ ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ଙ୍କ ଏହି ସମାବେଶରେ ପ୍ରାୟ ୫ ହଜାର ରୁ ଉର୍ଦ୍ଧ୍ବ ଜନସାଧାରଣ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like