-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ

12-Feb-2025



ଡୁଙ୍ଗୁରିପାଲି, ତା ୧୧/୨(ପ୍ରେରଣା ଖବର): 
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ  ର ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲ ରେ ଡୁଙ୍ଗୁରିପାଲି ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ  ହୋଇଯାଇଛି l ଉତ୍ସବ କୁ ସର୍ଗୁଲ ସରପଞ୍ଚ  ପ୍ରତିନିଧି ପ୍ରଶାନ୍ତ ପାଣ୍ଡେ, ମୁଖ୍ଯ ଅତିଥିଭାବେ ,  ସମିତି ସଭ୍ୟ ପୁରନ୍ଦର ସାହୁ , ସର୍ଗୁଲ ଗ୍ରାମ ପଞ୍ଚାୟତ ଯୋଗାଣ ଅଧିକାରୀ ପିଣ୍ଟୁ ଦାଶ ଓ ବିଦ୍ଯାଳୟ ପରିଚାଳନା କମିଟିର ସଭାପତି ସତ୍ୟନାରାୟଣ ସାହୁ  ସମ୍ମାନିତ ଅତିଥିଭାବେ  ଯୋଗଦେଇ ଶୁଭ ଉଦଘାଟନ କରିଥିଲେ l ସ୍ଥାନୀୟ ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ସାହାଣୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ  ସଂସ୍କୃତ ଶିକ୍ଷକ  ନିମାଇଁ ଚରଣ ମଲ୍ଲିକ ମଞ୍ଚ  ପରିଚାଳନା କରିଥିଲେ l  ବିଦ୍ୟାଳୟ ର ଛାତ୍ରୀ ମାନେ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ କରି ଅତିଥି ଙ୍କୁ ସ୍ୱାଗତ କରିବା ପରେ ସ୍ୱାଗତ ସଂଗୀତ ଗାନ କରିଥିଲେ l

ଅତିଥି କ୍ରୀଡା  ଶିକ୍ଷକ ଯାଦବ ବେହେରା ଖେଳ ପରିଚାଳନା କରିଥିଲେ ୧୦ ଟି ଇଭେଣ୍ଟ  ରେ ପ୍ରାୟ ୧୧୦ ଜଣ  ଛାତ୍ର ଛାତ୍ରୀ ଭାଗ ନେଇଥିଲେ ,ଏଥିରେ ବରିଷ୍ଠ  ଶିକ୍ଷକ ସୋମନାଥ ହାତୀ, ଅତିଥି ଶିକ୍ଷକ  ଚୈତନ୍ଯ ମଲ୍ଲିକ, ଶିକ୍ଷକ ସୁନିଲ କୁମାର ସାହୁ,ପ୍ରଫୁଲ୍ଲ କୁମାର ସାହୁ,ଗୋପାଲ କୃଷ୍ଣ ସାହୁ ,ସନ୍ତୋଷ କୁମାର  ମେହେର, ବଳଦେବ ସ୍ବାଇଁ,ଧନପତି ସାହୁ ସହଯୋଗ କରିଥିଲେ। ଶେଷ ରେ ଛାତ୍ର ଛାତ୍ରୀଙ୍କ  ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରା ଯାଇଥିଲl।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like