-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜୟ କିସାନ କୃଷକ ସଂଗଠନ ଆନ୍ଦୋଳନ ପାଇଁ ସଜବାଜ

12-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ଦଶମାଇଲ ଛକ ଠାରେ ଜୟ କିସାନ କୃଷକ ସଂଗଠନ ପକ୍ଷରୁ ଏକ କର୍ମୀ ବୈଠକ ବ୍ଲକ ସଭାପତି ସୁରେନ୍ଦ୍ର ମେହେର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜୁଳି ସମସ୍ୟା କୁ ନେଇ ଚଳିତ  ମାସ ୨୮ ତାରିଖ ଶୁକ୍ରବାର ଦିନ ତହସିଲଦାର ଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଙ୍କୁ ଏକ ଦାବି ପତ୍ର  ଦେବାର  କାର୍ଯ୍ୟକ୍ରମ ଘୋଷଣା  କରାଯାଇଛି। ଏହି ବୈଠକରେ ବିଜୁଳି ସମସ୍ୟା , ଧାନ ବିକ୍ରି ବ୍ଯବସ୍ଥା ରେ କଟଣି ଛଟଣି ଏବଂ ମିଲରମାନଙ୍କ ହସ୍ତକ୍ଷେପ ବନ୍ଦ କରିବା ସହିତ ନାନୋ ୟୁରିଆ ଓ ଡିଏପି କୁ ବାଧ୍ୟତାମୂଳକ ନ କରିବା ଏପରି ଦାବି କୁ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପତ୍ର ପ୍ରଦାନ କରାଯିବା ପାଇଁ  ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। ସଂଗଠନ ତରଫରୁ ଗତ ବି ଜେ ଡି  ସରକାର ସମୟରୁ ଟାଟା ପାୱାର ର ଜୁଲୁମ ପ୍ରତିବାଦରେ ପର୍ଯାୟ କ୍ରମେ ଜିଲ୍ଲାବ୍ଯାପି ଆନ୍ଦୋଳନ କାର୍ଯ୍ୟକ୍ରମ କରାଯାଇଥିଲା। ଫଳସ୍ବରୂପ ଗତ ସାଧାରଣ ନିର୍ବାଚନ ରେ ରାଜନୈତିକ ଦଳମାନେ ଧାନ ରେ ବୋନସ୍ ଦେବା ଏବଂ ବିଜୁଳି ବିଲ ଛାଡ ଘୋଷଣା  କରିବା ପାଇଁ ବାଧ୍ୟ ହୋଇଥିଲେ। ବର୍ତ୍ତମାନ ର  ସରକାର ଧାନ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା ଇନ୍ପୁଟ ସହାୟତା ରାଶି ପ୍ରଦାନ କରିଛି ସତ କିନ୍ତୁ ମଣ୍ଡି ବ୍ଯବସ୍ଥା ଠିକ ନଥିବା କାରଣରୁ ଚାଷୀ ଘୋର ସମସ୍ୟା ର ସମ୍ମୁଖୀନ ହେଉଛନ୍ତି। ଧାନ ବିକ୍ରି ବ୍ଯବସ୍ଥା ରେ ମିଲମାଲିକଙ୍କ ହସ୍ତକ୍ଷେପ କାରଣରୁ ଚାଷୀ ଲୁଟ ର ଶୀକାର ହେଉଛି  ତେଣୁ ମିଲରମାନଙ୍କ ହସ୍ତକ୍ଷେପ ବନ୍ଦ କରିବା ପାଇଁ ସରକାରଙ୍କୁ ଦାବି କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା। 
   ଏହି  ବୈଠକରେ ଅନ୍ଯମାନଙ୍କ ମଧ୍ୟରେ ଜୟ କିସାନ ଆନ୍ଦୋଳନ ର ଜିଲ୍ଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସଂପାଦକ ହର ବଣିଆଁ, ଡୋଲାମଣି ଭୋଇ, ତପୋବନ୍ତ ନାୟକ, ମୁରଲି ଭୋଇ, ଉମାକାନ୍ତ ସାହୁ, ପୁଷ୍ପରଂଜନ ସାହୁ, ଲକ୍ଷ୍ମଣ ପ୍ରଧାନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।  ସଭା ଶେଷରେ ନିହାର ରଂଜନ ଖମାରୀ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like