-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡ଼ାବୁଗାଁ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଅନୁକୂଲ୍ୟ ରେ ଧନ୍ଦାମୂଳକ ଶିକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

12-Feb-2025



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର) ଡାବୁଗାଁ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ  ଅନୁକୂଲ୍ୟ ରେ ଧନ୍ଦାମୂଳକ ଶିକ୍ଷା ୨୦୧୬ ମସିହା ରୁ ଆରମ୍ଭ ହୋଇଅଛି। ଏହାରି ମାଧ୍ୟମ ରେ ସୂଚନା  ପ୍ରଯୁକ୍ତିବିଦ୍ୟା ଓ ରିଟେଲ ଦୁଇ ଟି ବିଷୟରେ ଶିକ୍ଷା ଦାନ କରାଯାଉଛି। ପ୍ରଯୁକ୍ତିବିଦ୍ୟା ବିଷୟରରେ ଇଣ୍ଡଷ୍ଟ୍ରି ଭିଜିଟ କରାଯାଇଥିଲା। ସୂଚନା ଓ ପ୍ରଯୁକ୍ତି ବିଦ୍ୟା ର ନବମ ଓ ଦଶମ ଶ୍ରେଣୀ ର ୮୦ ଜଣ ଛାତ୍ରଛାତ୍ରୀ ଗୋଷ୍ଠୀ ସ୍ୱସ୍ଥ୍ୟ କେନ୍ଦ୍ର, ଡ଼ାବୁଗାଁ କୁ ଯାଇଥିଲେ। ଏଠାରେ ପିଲାମାନେ ଏକ୍ସରେ, ରକ୍ତ ପରୀକ୍ଷଣ, ରକ୍ତଚାପ ସର୍କରା, ECG, ଦାନ୍ତ ଚିକିତ୍ସା ଇତ୍ୟାଦି କାର୍ଯ୍ୟ ରେ ଥିବା ଡାକ୍ତର  ଙ୍କ ସହ ଆଲୋଚନା କରିଥିଲେ।କାର୍ଯ୍ୟ ରେ ଥିବା ଡାକ୍ତର  ଡା. ଶୁଭାଶିଷ ସାହୁ ଓ ତାଙ୍କ ସହକର୍ମୀ ଙ୍କ ସହିତ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମ କୁ IT  ଶିକ୍ଷକ ଶେଖର ଚନ୍ଦ୍ର ସାହୁ , ହିନ୍ଦୀ ଶିକ୍ଷକ ରମାକାନ୍ତ ଲେଙ୍କା, ବିଜ୍ଞାନ ଶିକ୍ଷୟତ୍ରୀ ଇତିଶ୍ରୀ ବର୍ଷାରାଣୀ ରାଉତ ଓ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଡ଼ାବୁଗାଁ ର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ। ଏହି ଅବସରରେ ରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରଭାସ ଚନ୍ଦ୍ର ରୟ ପ୍ରକାଶ କହିଛନ୍ତି ଯେ ଧନ୍ଦାମୂଳକ ଶିକ୍ଷା ବର୍ତ୍ତମାନ ସମୟ ରେ ସରକାର ଙ୍କର ମୁଖ୍ୟ ଆକର୍ଷଣ ରେ ରହିଅଛି ଏବଂ ଏହା ଦ୍ୱାରା ପିଲାମାନଙ୍କର ଭବିଷ୍ୟତ ମଧ୍ୟ୍ୟ ଉଜ୍ୱଳ ରହିଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like