-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ମହୁଲପାଲି ଶିବ ମନ୍ଦିର ଘାଟରେ ମାଘ ପୂର୍ଣିମା ଅଙ୍ଗ ଆଳତୀ

12-Feb-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ  ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହି ଆସିଛି  । ଏହାକୁ ଉପଜୀବ୍ୟ କରି ଆଜି ତା.୧୨.୦୨.୨୦୨୫ ବୁଧବାର ମାଘ ପୂର୍ଣିମା ତିଥି ସନ୍ଧ୍ୟା ୬ ଘଣ୍ଟା ସମୟରେ ଐତିହାସିକ ୬ତମ ଅଙ୍ଗ ଆଳତୀ କରାଯାଇଅଛି । ଦିବ୍ୟଜ୍ୟୋତି ନୃସିଂହ ପଞ୍ଜିକାର ଗଣନାକାର ପଣ୍ଡିତ ଶ୍ରୀ ଆଶୁତୋଷ ପାଣିଗ୍ରାହୀ ଜ୍ୟୋତିଷ ପ୍ରବୀଣଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ବରଗଡ଼ ଜିଲ୍ଲା ପଦ୍ମପୁର ମହୁଲପାଲି ସ୍ଥିତ ଶିବ ମନ୍ଦିର ଘାଟରେ ଅଙ୍ଗ ଆଳତୀ ଅନୁଷ୍ଠିତ ହୋଇଛି । ମୁଖ୍ୟ କର୍ତ୍ତା ଭାବରେ ଶ୍ରୀ ଅରୁଣ ଦାନୀ ସହଧର୍ମିଣୀ ରୂପା ଦାନୀ ଓ ସହ କର୍ତ୍ତା ଭାବରେ ଶ୍ରୀ ନରେନ୍ଦ୍ର ମହାପାତ୍ର ସହଧର୍ମିଣୀ ରୋଜି ମହାପାତ୍ର କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ଏହି ଆଳତୀ ସମୟରେ ଘଣ୍ଟ,ଶଙ୍ଖ ଓ  ବ୍ରାହ୍ମଣ ମାନଙ୍କ ଦ୍ୱାରା ବୈଦିକ ମନ୍ତ୍ରପାଠ ସମଗ୍ର ପରିବେଶକୁ ମୁଖରୀତ କରିଥିଲା । ଏହି ଅବସରରେ ପଣ୍ଡିତ ଲକ୍ଷ୍ମୀକାନ୍ତ ତ୍ରିପାଠୀ, ପଣ୍ଡିତ ଖଗେଶ୍ବର ତ୍ରିପାଠୀ, ପଣ୍ଡିତ ସୁଲପାନି ପଣ୍ଡା, ପଣ୍ଡିତ ଆନନ୍ଦ ମିଶ୍ର, ଅନିଲ ପଣ୍ଡା, ବାବୁଲ ପଣ୍ଡା, ଅଶୋକ ପାଣିଗ୍ରାହୀ , ଭବାନୀ ଶଙ୍କର ମହାପାତ୍ର, ଦୁଷ୍ମନ୍ତ (କୁଶ) ସାହୁ, ମଣ୍ଟୁ ଦାସ, ତୁଳରାମ ସାହୁ, ଦେବାଧି ମେହେର,  ଟୁନା ସାହୁ, ପ୍ରଶାନ୍ତ ସାହୁ,  ପଞ୍ଚମ ସାହୁ, ଅକ୍ଷୟ ଦାଶ, ପ୍ରତାପ ନାଥ, ନାରାୟଣ ପଣ୍ଡା, ସନ୍ତୋଷ କୁମାର ପଣ୍ଡା,  ଦୀପକ ଭୋଇ, ବାବୁଲାଲ ସାହୁ ଓ ମହୁଲପାଲି ଗ୍ରାମର ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତ ରହି ଆଳତୀ କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ । ପରିଶେଷରେ ଭକ୍ତ ମାନଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like