-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସୁରକ୍ଷିତ ଇଣ୍ଟରନେଟ ଦିବସ ପାଳନ ସହ ସଚେତନ ଦ୍ବାରା ଠକେଇରୁ ବଞ୍ଚିତ ହେବେ

12-Feb-2025



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲାପାଳ ସମ୍ମିଳନୀ କକ୍ଷ ଠାରେ ସୁରକ୍ଷିତ ଇଣ୍ଟରନେଟ ଦିବସ ପାଳନ କରିଛନ୍ତି। ଜିଲ୍ଲପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳା  ରେ ସମସ୍ତ ଅଧିକାରୀ ଓ  କର୍ମଚାରୀମାନଙ୍କୁ କିପରି ବର୍ତ୍ତମାନ ସମୟରେ ଇଣ୍ଟରନେଟ ବ୍ୟବହାର ଏବଂ ତାର ଉପକାରିତା ଲାଭ ଉଠାଇବା ନେଇ ଆଲୋକପାତ କରିଥିଲେ । ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,  ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଡ଼ିଆଇ ଓ ବିନୟ କୁମାର ତିୱାରୀ ଏବଂ ଡିଇଜିଏମ ବୀରେନ୍ଦ୍ର ସିଂହ ଦଣ୍ଡସେନା ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, ଯୋଗ ଦେଇଥିଲେ।ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।  ଇଣ୍ଟର୍ନେଟ୍ ବ୍ୟବହାର କରି  ଜନସାଧାରଣ କେମିତି ବିଭିନ୍ନ ଠକାମିର  ଶିକାର ହୁଅନ୍ତି, ଇଣ୍ଟରନେଟ ବ୍ଯବହାର ସଠିକ୍ ଭାବରେ କରିବା ଉପରେ ସମସ୍ତଙ୍କୁ ପାୱାର ପଏଣ୍ଟ ମାଧ୍ୟମରେ  ବୁଝାଇଥିଲେ ।ଏହା ପରେ ଡ଼ିଆଇ ଏମ୍ ବିନୟ କୁମାର ତିୱାରୀ ଏବଂ  ବୀରେନ୍ଦ୍ର ସିଂହ ଦଣ୍ଡସେନା ସରକାରୀ ପଲିଟେକନିକ୍ କଲେଜ୍ ରେ ଛାତ୍ର ଛାତ୍ରୀଙ୍କ ମଡନୂଆପଡ଼ା  ରେ କର୍ମଶାଳା  କରିଥିଲେ, ଛାତ୍ର ଛାତ୍ରୀ ଉତ୍ସୁକତାର ସହିତ ଅଂଶ ଗ୍ରହଣ କରିଥିଲେ। ବିଭିନ୍ନ ପ୍ରକାରର ପ୍ରଶ୍ନ ପଚାରିଥିଲେ ଏବଂ ଉତ୍ତର ମଧ୍ୟ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like